Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମାଲବ୍ୟ ନଗର ଅଗ୍ନିକାଣ୍ଡ ଘଟଣା: ହୋଟେଲ ମାଲିକ ଲାଭକେଶ ବଜାଜ ଗିରଫ
ଅପରାଧ

ମାଲବ୍ୟ ନଗର ଅଗ୍ନିକାଣ୍ଡ ଘଟଣା: ହୋଟେଲ ମାଲିକ ଲାଭକେଶ ବଜାଜ ଗିରଫ

June 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମାଲବ୍ୟ ନଗର ଅଗ୍ନିକାଣ୍ଡ ଘଟଣାରେ ଦିଲ୍ଲୀ ପୋଲିସ ହୋଟେଲ ମାଲିକ ଲାଭକେଶ ବଜାଜଙ୍କୁ ଗିରଫ କରିଛି। ମାଲବ୍ୟ ନଗର ଅଗ୍ନିକାଣ୍ଡ ଘଟଣାର ଅଭିଯୁକ୍ତ ଲାଭକେଶ ବଜାଜ ଏବଂ ତାଙ୍କ ପତ୍ନୀଙ୍କ ବିରୋଧରେ ଦିଲ୍ଲୀ ପୋଲିସ ଏକ ଲୁକଆଉଟ୍ ସର୍କୁଲାର ଜାରି କରିଥିଲା ।

ଦିଲ୍ଲୀର ମାଲବ୍ୟ ନଗର ଅଗ୍ନିକାଣ୍ଡ ଘଟଣାରେ ୧୧ ଜଣ ବିଦେଶୀ ନାଗରିକ ଏବଂ ୧୦ ଜଣ ଭାରତୀୟ ମୃତ୍ୟୁବରଣ କରିଛନ୍ତି ।  ୨୧ ଜଣ ବିଦେଶୀ ନାଗରିକ ଆହତ ହୋଇଛନ୍ତି, ଯାହାଙ୍କ ମଧ୍ୟରୁ ୧୦ ଜଣ ଭେଣ୍ଟିଲେସନରେ ଅଛନ୍ତି । ଆହତଙ୍କ ମଧ୍ୟରୁ ଚଉଦ ଜଣ ଭାରତୀୟ ନାଗରିକ ରହିଛନ୍ତି।

arrest fireincident malabyanagarfiretragedy
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ଗ୍ରାହମ ଷ୍ଟେନ୍ସ ମାମଲା: ଦାରା ସିଂଙ୍କ ଆଗୁଆ ମୁକ୍ତି ଆବେଦନ ଖାରଜ

September 15, 2026

ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ବନ୍ଦ ପାଇଁ ପୁରୀ ବେଳାଭୂମିରେ ସଚେତନତା ଅଭିଯାନ

September 15, 2026

ଭୁବନେଶ୍ୱରରେ କେରଳମ୍, ରାଜସ୍ଥାନ ଓ ପଞ୍ଜାବର ସାମ୍ବାଦିକ ପ୍ରତିନିଧି ଦଳ ସହ ପିଆଇବିର ଆଲୋଚନା

September 15, 2026
Latest News

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ଗ୍ରାହମ ଷ୍ଟେନ୍ସ ମାମଲା: ଦାରା ସିଂଙ୍କ ଆଗୁଆ ମୁକ୍ତି ଆବେଦନ ଖାରଜ

September 15, 2026

ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ବନ୍ଦ ପାଇଁ ପୁରୀ ବେଳାଭୂମିରେ ସଚେତନତା ଅଭିଯାନ

September 15, 2026

ଭୁବନେଶ୍ୱରରେ କେରଳମ୍, ରାଜସ୍ଥାନ ଓ ପଞ୍ଜାବର ସାମ୍ବାଦିକ ପ୍ରତିନିଧି ଦଳ ସହ ପିଆଇବିର ଆଲୋଚନା

September 15, 2026

ଏସୀୟ କ୍ରୀଡ଼ା-୨୦୨୬: ସେପ୍ଟେମ୍ବର ୧୭ରୁ ଭାରତର ଅଭିଯାନ, ଜାଣନ୍ତୁ କାର୍ଯ୍ୟସୂଚୀ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.