Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବଡ଼ ଧରଣର ଜୁଆ ଆଡ୍ଡା ଉପରେ ସଦର ପୋଲିସର ଚଢାଉ
ଅପରାଧ

ବଡ଼ ଧରଣର ଜୁଆ ଆଡ୍ଡା ଉପରେ ସଦର ପୋଲିସର ଚଢାଉ

June 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଦର ଥାନା
ବଡ଼ ଧରଣର ଜୁଆ ଆଡ୍ଡା ଉପରେ ସଦର ପୋଲିସର ଚଢାଉ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବ୍ରହ୍ମପୁର ସଦର ଥାନା ପୋଲିସ ରୋହିଗାଁରେ ଚଢ଼ାଉ କରି ସଫଳତା ପାଇଛି। ଯାହାକି ଉକ୍ତ ଗାଁରେ ଏକ ବଡ଼ ଧରଣର ଜୁଆ ଆଡ୍ଡାକୁ ଘେରାଉ କରି ପ୍ରାୟ ୨୦ ଜଣ ଜୁଆଡିକୁ ଗିରଫ କରିଛି। ସେହି ସମୟରେ ନଗଦ ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ୧୫ ଟି ମୋଟରସାଇକେଲ ଓ ୧୯ ଟି ବହୁ ଦାମିକା ମୋବାଇଲ ଫୋନ୍ ଜବତ୍ କରିଛି।

ଜୁଆ ଆଡ୍ଡା ଉପରେ ଚଢାଉ ବ୍ରହ୍ମପୁର ସଦର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026

ଟି-୨୦ ରାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କଲା ଭାରତ: ଅଭିଷେକ ନମ୍ବର ଏକ

June 24, 2026

ରାସନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ଭାରତ ସରକାର!: ଜାଣନ୍ତୁ ନୂଆ ନିୟମ

June 24, 2026
Latest News

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026

ଟି-୨୦ ରାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କଲା ଭାରତ: ଅଭିଷେକ ନମ୍ବର ଏକ

June 24, 2026

ରାସନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ଭାରତ ସରକାର!: ଜାଣନ୍ତୁ ନୂଆ ନିୟମ

June 24, 2026

ଆସନ୍ତାକାଲି ବିଜେଡିରେ ମିଶିବେ ସୁଜାତା କାର୍ତ୍ତିକେୟନ, ଶ୍ରୀମୟୀଙ୍କ ସୂଚନା ପରେ ଚର୍ଚ୍ଚା ଜୋରଦାର

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.