Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଘର ଗ୍ରିଲ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ସୁନା ରୁପା ଅଳଙ୍କାର ଲୁଟ
ଅପରାଧ

ଘର ଗ୍ରିଲ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ସୁନା ରୁପା ଅଳଙ୍କାର ଲୁଟ

June 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ
ଘର ଗ୍ରିଲ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ସୁନା ରୁପା ଅଳଙ୍କାର ଲୁଟ

ବାଲୁଗାଁ: ଘରେ କିଏ ନଥିବାର ସୁଯୋଗ ନେଇ ଘର ଗ୍ରିଲ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ସୁନା ଓ ରୁପା ଅଳଙ୍କାର ଲୁଟ୍ ହୋଇଛି। ସୂଚନା ମୂତବକ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ପାନ୍ଥନିବାସ ରୋଡ଼ ସ୍ଥିତ ଧନେଶ୍ୱର ସ୍ୱାଇଁଙ୍କ ଘରୁ ଚୋରି ହୋଇଛି।

ଧନେଶ୍ୱର ରାତିରେ ନିଜ ସପରିବାର ସହିତ ନିକଟସ୍ଥ ଖାରିବନ୍ଧ ଗ୍ରାମକୁ ଯାତ୍ରା ଦେଖିବାକୁ ଯାଇଥିଲେ। ରାତି ପ୍ରାୟ ୨ ଟା ପରେ ଘର ଖୋଲା ଥିବା ଖବର ପାଇ ଧନେଶ୍ୱର ଘରକୁ ଆସିଥିଲେ। ଘର ଖୋଲା ଥିବା ଦେଖିବା ପରେ ଜାଣିବାକୁ ପାଇଲେ ଘରର ଆଲମେରା ଖୋଲା ହୋଇଥିବା ବେଳେ ଲୁଗା ପଟା ଏଣେତେଣେ ପଡ଼ିରହିଛି। ନଗଦ ୮୦ ହଜାର ଟଙ୍କା, ଦୁଇଟି ଶରାଗାତ (କୁପି) ରୁ ପ୍ରାୟ ୨୦ ହଜାରରୁ ଉର୍ଦ୍ଧ୍ଵ ଟଙ୍କା, ଦୁଇ ଭରି ଓଜନର ୪ ଟି ଚୁଡ଼ି, ଗୋଟିଏ ରୁପା ବ୍ରେସଲେଟ ଓ ଗୋଟେ ହଳ ରୁପା ପାଉଁଚି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଖବର ପାଇ ପୋଲିସ ପହଞ୍ଚି ତଦନ୍ତ ଜାରୀ ରଖିଛି।

ବାଲୁଗାଁ ସୁନା ରୁପା ଅଳଙ୍କାର ଲୁଟ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.