Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିଚ ରାସ୍ତାରେ ଯୁବକଙ୍କୁ ହାଣିଲେ
ଅପରାଧ

ବିଚ ରାସ୍ତାରେ ଯୁବକଙ୍କୁ ହାଣିଲେ

July 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିନିକା : ବିନିକା  ସହରର ପାପକ୍ଷୟ ଛକରେ ଦିନ ଦ୍ୱିପ୍ରହରରେ ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଜଣ ଦୁର୍ବୃତ୍ତ ଜଣେ ଯୁବକଙ୍କ ଉପରେ ଧାରୁଆ ଅସ୍ତ୍ରରେ ଅତର୍କିତ ଆକ୍ରମଣ କରିଥିବା ସୂଚନା ମିଳିଛି।

ଆକ୍ରମଣରେ ଯୁବକ ଗୁରୁତର ଭାବେ ଆହତ ହୋଇ ରକ୍ତାକ୍ତ ଅବସ୍ଥାରେ ରାସ୍ତାରେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ଚିକିତ୍ସାଳୟକୁ ନେଇଥିଲେ। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲାସ୍ଥିତ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣର ପ୍ରକୃତ କାରଣ ଏବଂ ଫେରାର ଦୁର୍ବୃତ୍ତଙ୍କୁ ଧରିବା ପାଇଁ ପୋଲିସ ଛାନଭିନ୍ ଜୋରଦାର କରିଛି। ପ୍ରାଥମିକ ତଦନ୍ତରୁ ପୂର୍ବ ଶତ୍ରୁତା ଯୋଗୁଁ ଏହି ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି।

ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଉତ୍ତେଜନାର ପରିବେଶ ସୃଷ୍ଟି ହୋଇଛି।

crime ଅତର୍କିତ ଆକ୍ରମଣ ଧାରୁଆ ଅସ୍ତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026
Latest News

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.