Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ
ଅପରାଧ

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ

July 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ
ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ପାଟ୍ରୋଲିଂ ସମୟରେ ଖାରିଗୁଡ଼ା ଟୋଲ୍ ଗେଟ୍ ନିକଟରୁ ଏକ ରୂପା ରଙ୍ଗର ଭେଣ୍ଟୋ କାର୍ ସହ ପ୍ରାୟ ୩୬.୮୧୦ କିଲୋଗ୍ରାମ ବେଆଇନ ଗଞ୍ଜେଇ ଜବତ କରାଯାଇଛି। ଏହି ମାମଲାରେ ବୁଗୁଡ଼ା ଅଞ୍ଚଳର ଅଭିଯୁକ୍ତ ସନ୍ତୋଷ କୁମାର ଆଲଟିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ନିଶା କାରବାର ବିରୋଧରେ ପୋଲିସର ଏହିଭଳି ଅଭିଯାନ ଆଗକୁ ମଧ୍ୟ ଜାରି ରହିବ ବୋଲି ପୋଲିସ ସୁତ୍ରରୁ ପ୍ରକାଶ।

ଭଞ୍ଜନଗର ଥାନାଧିକାରୀ ଜିବନାନନ୍ଦ ଜେନା ଙ୍କ ସୁଚନା ଦେଇଛନ୍ତି ଏସ୍.ଆଇ. ଏଲ୍.ଡି. ମହାନ୍ତି କର୍ମଚାରୀଙ୍କ ସହିତ ମୁଜାଗଡା ଗ୍ରାମରେ ଅପରାହ୍ନ ସମୟରେ ସଦଳବଳେ ପାଟ୍ରୋଲିଂ ସମୟରେ ଦେଖିଲେ ଯେ, ଗୋଟିଏ ଭୋଲ୍ସୱାଗନ କାର, ଯାହା ବିପରୀତ ପାର୍ଶ୍ୱରୁ ଆସୁଥିଲା। ଏବନ ହଠାତ ପଛକୁ ଫେରିବାକୁ ଚେଷ୍ଟା କରିଥିଲା। ଫଳରେ ପୋଲିସର ସନ୍ଦେହ ସୃଷ୍ଟି ହୋଇଥିଲା। ଉପସ୍ଥିତ ପୋଲିସ୍ କର୍ମଚାରୀମାନେ ତୁରନ୍ତ ଚାଲାଣକାରୀ ବ୍ୟକ୍ତି ସହିତ ଉକ୍ତ କାରଟିକୁ ଧରିପାରିବାରେ ସକ୍ଷମ ହୋଇଥିଲେ। କାରଟିକୁ ଯାଞ୍ଚ କଲା ବେଳେ ସେଥିରୁ ଗଞ୍ଜେଇ ବୋଝେଇ ହୋଇଥିବା ଦେଖିବାକୁ ମିଳିଥିଲା। ପୋଲିସ କାର ସହ ଗଞ୍ଜେଇ ଜବତ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି।

କାର୍ ସହ ଗଞ୍ଜେଇ ଜବତ ଗଞ୍ଜାମ ଜିଲ୍ଲା ଜଣେ ଗିରଫ ଭଞ୍ଜନଗର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026

ACF ସୋମ୍ୟରଞ୍ଜନ ମୃତ୍ୟୁ ମାମଲା : ତତ୍କାଳୀନ DFO ନିଲମ୍ବିତ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.