Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ACF ସୋମ୍ୟରଞ୍ଜନ ମୃତ୍ୟୁ ମାମଲା : ତତ୍କାଳୀନ DFO ନିଲମ୍ବିତ
ଅପରାଧ

ACF ସୋମ୍ୟରଞ୍ଜନ ମୃତ୍ୟୁ ମାମଲା : ତତ୍କାଳୀନ DFO ନିଲମ୍ବିତ

August 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୨୦୨୧ ମସିହାର ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ IFS ଅଧିକାରୀ ସଂଗ୍ରାମ କେଶରୀ ବେହେରାଙ୍କୁ ସସପେଣ୍ଡ କରାଯାଇଛି।

ସଂଗ୍ରାମ କେଶରୀ ବେହେରା ୨୦୨୧ରେ ଗଜପତି ଜିଲ୍ଲାର DFO ଭାବେ କାର୍ଯ୍ୟରତ ଥିଲେ। ବର୍ତ୍ତମାନ ସେ OFDC (କମର୍ସିଆଲ)ର ନିର୍ଦ୍ଦେଶକ ଭାବେ ଦାୟିତ୍ୱରେ ଥିଲେ। ଏହି ମାମଲାରେ ସେ ଗିରଫ ହୋଇ ବର୍ତ୍ତମାନ ଜେଲରେ ଥିବାବେଳେ ରାଜ୍ୟ ସରକାର ତାଙ୍କୁ ସସପେଣ୍ଡ କରିଛନ୍ତି।

ସୂଚନାଯୋଗ୍ୟ, ୨୦୨୧ ଜୁଲାଇ ୧୧ ତାରିଖରେ ପାରଳାଖେମୁଣ୍ଡିରେ କାର୍ଯ୍ୟରତ ACF ସୌମ୍ୟରଞ୍ଜନ ମହାପାତ୍ର ନିଜ ସରକାରୀ କ୍ୱାର୍ଟର୍ସରେ ଅଗ୍ନିଦଗ୍ଧ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଘଟଣାକୁ ସନ୍ଦେହଜନକ ବୋଲି ଦର୍ଶାଇ ସୌମ୍ୟରଞ୍ଜନଙ୍କ ପରିବାର ପକ୍ଷରୁ ନିରପେକ୍ଷ ତଦନ୍ତ ଦାବି କରାଯାଇଥିଲା। ପରିବାର ପକ୍ଷରୁ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ସେତେବେଳର DFO ସଂଗ୍ରାମ କେଶରୀ ବେହେରାଙ୍କ ବିରୋଧରେ ଅଭିଯୋଗ ଆଣାଯାଇଥିଲା। ଏହି ଘଟଣାକୁ ନେଇ ଦୀର୍ଘ ଦିନ ଧରି ତଦନ୍ତ ଚାଲିଥିବାବେଳେ ବର୍ତ୍ତମାନ ସରକାରଙ୍କ ପକ୍ଷରୁ ସସପେଣ୍ଡ ନିଷ୍ପତ୍ତିକୁ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ ପଦକ୍ଷେପ ବୋଲି ଦେଖାଯାଉଛି।

ACF ସୋମ୍ୟରଞ୍ଜନ ମୃତ୍ୟୁ ମାମଲା dfo
Share. Facebook Twitter LinkedIn Email WhatsApp Copy Link

Related Posts

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026

ତିଗିରିଆ ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ବ୍ରିକ୍‍-ଆଇଏଲ୍‌ଏସ୍ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଆୟୋଜିତ

September 19, 2026
Latest News

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026

ତିଗିରିଆ ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ବ୍ରିକ୍‍-ଆଇଏଲ୍‌ଏସ୍ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଆୟୋଜିତ

September 19, 2026

“ପରିବେଶ ଓ ଜଳବାୟୁ ଗତିଶୀଳତାର ଭବିଷ୍ୟତ” ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.