Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର
ଅପରାଧ

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Cuttack Gang-Rape Case: 5 Arrested, One Absconding
Cuttack Gang-Rape Case: 5 Arrested, One Absconding

କଟକ: କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅଞ୍ଚଳରେ ଘଟିଥିବା ଦୁଷ୍କର୍ମ ମାମଲାରେ ୫ଜଣଙ୍କୁ ଇତିମଧ୍ୟରେ ଗିରଫ କରାଯାଇଛି ଓ ଅନ୍ୟ ଜଣେ ଫେରାର ଅଛି ବୋଲି କଟକ ଗ୍ରାମାଞ୍ଚଳ ଏସ୍.ପି. ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ରିପୋର୍ଟ ମିଳିବା କ୍ଷଣି ପୁଲିସ ମାମଲାକୁ ଗୁରୁତ୍ବର ସହ ନେଇଥିଲା। ଜଣେ ଡିଏସ୍ପି ପାହ୍ୟାର ବରିଷ୍ଠ ଅଧିକାରୀଙ୍କୁ ତଦନ୍ତ ଭାର ଦିଆଯାଇଥିବାବେଳେ ଅଭିଯୁକ୍ତମାନଙ୍କୁ ଧରିବା ଲାଗି ୪ଟି ସ୍ବତନ୍ତ୍ର ପୁଲିସ ଟିମ ଗଠନ କରାଯାଇଛି। ଇତିମଧ୍ୟରେ ପୀଡ଼ିତା, ତାଙ୍କ ପୁରୁଷ ବନ୍ଧୁ ଓ ଗିରଫ ଅଭିଯୁକ୍ତମାନଙ୍କ ଡାକ୍ତରୀ ପରୀକ୍ଷା ଶେଷ ହୋଇଛି। ୬୦ ଦିନ ମଧ୍ୟରେ ଅଦାଲତରେ ଚାର୍ଜସିଟ୍ ଦାଖଲ କରି ଅଭିଯୁକ୍ତମାନଙ୍କୁ କଠୋର ଦଣ୍ଡ ଦେବାପାଇଁ ପ୍ରୟାସ କରାଯିବ ବୋଲି ଏସ୍ପି ଶ୍ରୀ ଅଗ୍ରୱାଲ କହିଛନ୍ତି।

Gang-Rape Case ଦୁଷ୍କର୍ମ ମାମଲା ନିଶ୍ଚିନ୍ତକୋଇଲି ଥାନା ବିନୀତ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026
Latest News

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.