Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜୟଦେବ ବିହାରରେ ଲେଡିଜ୍ ହଷ୍ଟେଲ ମାଲିକାଣୀଙ୍କ ଗୁଣ୍ଡାଗର୍ଦ୍ଦି
ଅପରାଧ

ଜୟଦେବ ବିହାରରେ ଲେଡିଜ୍ ହଷ୍ଟେଲ ମାଲିକାଣୀଙ୍କ ଗୁଣ୍ଡାଗର୍ଦ୍ଦି

September 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Hooliganism by a ladies' hostel owner in Jayadev Vihar.
Hooliganism by a ladies' hostel owner in Jayadev Vihar.

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ସୁରକ୍ଷିତ କୁହାଯାଉଥିବା ଜୟଦେବ ବିହାର ଅଞ୍ଚଳରେ ଥିବା ଏକ ଲେଡିଜ୍ ହଷ୍ଟେଲରେ ବିଳମ୍ବିତ ରାତିରେ ପ୍ରବଳ ହଙ୍ଗାମା ଓ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ହଷ୍ଟେଲ ମାଲିକାଣୀ ଛାତ୍ରୀମାନଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିବା ଭଳି ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଅଭିଯୋଗ ସାମ୍ନାକୁ ଆସିଛି। ଏହି ସାଂଘାତିକ ଘଟଣାରେ ଜଣେ ଛାତ୍ରୀ ଛୁରୀ ଆଘାତରେ ଗୁରୁତର ହୋଇ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ଅଭିଯୋଗ ଅନୁସାରେ, ହଷ୍ଟେଲ ମାଲିକାଣୀ ରାତାରାତି ହଷ୍ଟେଲ ଖାଲି କରି ଅନ୍ୟତ୍ର ଚାଲିଯିବା ପାଇଁ ଛାତ୍ରୀମାନଙ୍କୁ କଡ଼ା ଭାବେ ଧମକ ସହ ଚାପ ସୃଷ୍ଟି କରୁଥିଲେ। ସେତିକିରେ ନଥମି ଛାତ୍ରୀମାନଙ୍କୁ ହଇରାଣ ହରକତ କରିବା ଉଦ୍ଦେଶ୍ୟରେ ସେ ହଷ୍ଟେଲର ପାଣି ସଂଯୋଗ କାଟି ଦେଇଥିଲେ। ହଷ୍ଟେଲ ମାଲିକାଣୀଙ୍କ ଏହି ଅମାନୁଷିକ ଓ ବେଆଇନ କାର୍ଯ୍ୟାନୁଷ୍ଠାନକୁ ହଷ୍ଟେଲରେ ରହୁଥିବା ଛାତ୍ରୀମାନେ ଦୃଢ଼ ବିରୋଧ କରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ହଷ୍ଟେଲ ମାଲିକାଣୀ ଉଗ୍ର ରୂପ ଧାରଣ କରିବା ସହ ଛାତ୍ରୀମାନଙ୍କୁ ଗାଳିଗୁଲଜ ଓ ଆକ୍ରମଣ କରିବା ଆରମ୍ଭ କରିଥିଲେ।

ଆକ୍ରମଣ ସମୟରେ ପରିସ୍ଥିତି ଅତି ଭୟାନକ ରୂପ ନେଇଥିଲା ଏବଂ ହଷ୍ଟେଲ ମାଲିକାଣୀ ଜଣେ ଛାତ୍ରୀଙ୍କୁ ମାରଣାସ୍ତ୍ର ତଥା ଛୁରୀରେ ସାଂଘାତିକ ଭାବେ ଆକ୍ରମଣ କରିଥିଲେ। ଛୁରୀ ଆଘାତରେ ଛାତ୍ରୀ ଜଣକ ରକ୍ତଜୁଡ଼ୁବୁଡ଼ୁ ହୋଇ ତଳେ ପଡ଼ିଯିବାରୁ ଅନ୍ୟ ଛାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ। ତୁରନ୍ତ ଗୁରୁତର ଛାତ୍ରୀଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଆକ୍ରମଣର ଶିକାର ହୋଇଥିବା ଅନ୍ୟ ଛାତ୍ରୀମାନେ ନୟାପଲ୍ଲୀ ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଲିଖିତ ଅଭିଯୋଗ ଦାଖଲ କରିଛନ୍ତି। ଛାତ୍ରୀମାନଙ୍କ ଲିଖିତ ଅଭିଯୋଗ ଆଧାରରେ ନୟାପଲ୍ଲୀ ଥାନା ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପୁଲିସ ଘଟଣାସ୍ଥଳ ପରିଦର୍ଶନ କରିବା ସହ ମାମଲାର ଅଧିକ ତଥ୍ୟ ସଂଗ୍ରହ କରୁଛି।

ଆକ୍ର ଆକ୍ରମଣ ଲେଡ଼ିଜ୍ ହଷ୍ଟେଲ
Share. Facebook Twitter LinkedIn Email WhatsApp Copy Link

Related Posts

ମାନସିକ ଭାରସାମ୍ୟ ହରାଇ ଯୁବକଙ୍କ ଆତ୍ମହତ୍ୟା

September 13, 2026

ବ୍ରିକ୍ସ ସମ୍ମିଳନୀର ଐତିହାସିକ ସଫଳତା ଲାଗି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

September 13, 2026

ଆଜିଠୁ କମିବ ବର୍ଷାର ପ୍ରକୋପ: କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

September 13, 2026

ୟୁଏଇ ଗସ୍ତ ଶେଷ: ଆଜି ଓଡ଼ିଶା ଫେରୁଛନ୍ତି ମୁଖ୍ୟମନ୍ତ୍ରୀ

September 13, 2026
Latest News

ଜୟଦେବ ବିହାରରେ ଲେଡିଜ୍ ହଷ୍ଟେଲ ମାଲିକାଣୀଙ୍କ ଗୁଣ୍ଡାଗର୍ଦ୍ଦି

September 13, 2026

ମାନସିକ ଭାରସାମ୍ୟ ହରାଇ ଯୁବକଙ୍କ ଆତ୍ମହତ୍ୟା

September 13, 2026

Zomatoରୁ ଅର୍ଡର କରିବା ପୂର୍ବରୁ ସାବଧାନ! CoD ବାଛିଲେ ଦେବାକୁ ପଡ଼ିପାରେ ଅଧିକ ଟଙ୍କା

September 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଟି-୨୦: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ୍ ରିପୋର୍ଟ

September 13, 2026

ବ୍ରିକ୍ସ ସମ୍ମିଳନୀର ଐତିହାସିକ ସଫଳତା ଲାଗି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.