Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗାଁ ନାଟକ ଶିଖୁଥିବା ବେଳେ ମାରଣାନ୍ତକ ଆକ୍ରମଣ: ଯୁବକଙ୍କ ପ୍ରାଣହାନୀ
ଅପରାଧ

ଗାଁ ନାଟକ ଶିଖୁଥିବା ବେଳେ ମାରଣାନ୍ତକ ଆକ୍ରମଣ: ଯୁବକଙ୍କ ପ୍ରାଣହାନୀ

September 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗାଁ ନାଟକ ଶିଖୁଥିବା ବେଳେ ମାରଣାନ୍ତକ ଆକ୍ରମଣ: ଯୁବକଙ୍କ ପ୍ରାଣହାନୀ
ଗାଁ ନାଟକ ଶିଖୁଥିବା ବେଳେ ମାରଣାନ୍ତକ ଆକ୍ରମଣ: ଯୁବକଙ୍କ ପ୍ରାଣହାନୀ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ସାମାଜିକ ନାଟକ ଶିଖୁଥିବା ଚିତ୍ରସେନ ଯେନା ନାମକ ଜଣେ ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ କରି ଦୁଇ ଅଭିଯୁକ୍ତ ଘଟଣାସ୍ଥଳରୁ ଚମ୍ପଟ୍ ମାରିଛନ୍ତି। ଘଟଣାକୁ ନେଇ ପତ୍ନୀ ମାମି ଯେନା ଖଲ୍ଲିକୋଟ ଥାନାରେ ଅଭିଯୋଗ କରିଛନ୍ତି।

ସୁଚନା ଅନୁଯାୟୀ, ଗାଁରେ ହେବାକୁ ଥିବା ନାଟକ ପାଇଁ ଗାଁ କୋଠ ଘରେ ରିହଲସଲ ଚାଲିଥିଲା। ସେତିକି ବେଳେ ଜଣେ ଯୁବକ ଆସି ଚିତ୍ରସେନଙ୍କୁ ଡାକି ବାହାରେ କଥା ହେଉଥିଲେ ଓ ହଠାତ୍ ଅନ୍ୟ ଜଣେ ଯୁବକ ଆସି ଚିତ୍ରସେନଙ୍କୁ ବିଭତ୍ସ ଭାବେ ଛୁରୀରେ ଆକ୍ରମଣ କରି ଘଟଣାସ୍ଥଳରୁ ଉଭୟ ଚମ୍ପଟ୍ ମାରିଥିଲେ। ଉପସ୍ଥିତ ଲୋକ ତାକୁ ଚିକିତ୍ସା ପାଇଁ ପ୍ରଥମେ ଖଲ୍ଲିକୋଟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଭଳି ପରିସ୍ଥିତିରେ ଗାଁରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି। ଅନ୍ୟ ପକ୍ଷରେ ପୋଲିସ ଅଭିଯୋଗ ଗ୍ରହଣ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପୁର୍ବ ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ଏହିଭଳି ଘଟଣା ଘଟିଛି ବୋଲି ଅଞ୍ଚଳରେ ଆଲୋଚନା ହେଉଛି।

ମାରଣାନ୍ତକ ଆକ୍ରମଣ ଯୁବକଙ୍କ ପ୍ରାଣହାନୀ
Share. Facebook Twitter LinkedIn Email WhatsApp Copy Link

Related Posts

ମଣିପୁରରେ ପୁଣି ଉତ୍ତେଜନା: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମହିଳା ମୃତ

September 16, 2026

ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକା ଛାତ୍ରୀଙ୍କ ସଲିଳ ସମାଧି

September 16, 2026

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026
Latest News

ଗାଁ ନାଟକ ଶିଖୁଥିବା ବେଳେ ମାରଣାନ୍ତକ ଆକ୍ରମଣ: ଯୁବକଙ୍କ ପ୍ରାଣହାନୀ

September 16, 2026

ୟୁପି ନିର୍ବାଚନରେ ସମସ୍ୟା ବଢ଼ାଇବେ କି ପୂର୍ବତନ ବିଜେପି ନେତା?: ​​୫୦ଟି ଆସନରେ ଦେବେ ପ୍ରାର୍ଥୀ

September 16, 2026

ମଣିପୁରରେ ପୁଣି ଉତ୍ତେଜନା: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମହିଳା ମୃତ

September 16, 2026

ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକା ଛାତ୍ରୀଙ୍କ ସଲିଳ ସମାଧି

September 16, 2026

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.