Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗେଷ୍ଟହାଉସରେ ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: ୪ ଅଭିଯୁକ୍ତ ଗିରଫ
ଆଜିର ଖବର

ଗେଷ୍ଟହାଉସରେ ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: ୪ ଅଭିଯୁକ୍ତ ଗିରଫ

September 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Allegation of gang-rape of a woman at a guesthouse: 4 accused arrested.

ନିମାପଡ଼ା: ପୁରୀ ଜିଲ୍ଲା ନିମାପଡ଼ା କେନାଲ ରୋଡ୍‌ରେ ଥିବା ‘ନନ୍ଦିନୀ ଗେଷ୍ଟ ହାଉସ୍‌’ରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ପୀଡ଼ିତାଙ୍କ ଅଭିଯୋଗ ଅନୁଯାୟୀ, ଅନୁଗୁଳ ଅଞ୍ଚଳର ଏହି ମହିଳା ଜଣକ ପୂର୍ବରୁ ଭୁବନେଶ୍ୱରର ଏକ ଗେଷ୍ଟ ହାଉସରେ କାର୍ଯ୍ୟ କରୁଥିଲେ। ଗତ ୧ ତାରିଖରୁ ସେ ନିମାପଡ଼ାର ନନ୍ଦିନୀ ଗେଷ୍ଟ ହାଉସରେ ଯୋଗ ଦେଇଥିଲେ। ତେବେ ୮ ତାରିଖରେ ଗେଷ୍ଟ ହାଉସର ୪ ଜଣ କର୍ମଚାରୀ- ରାଜା, ସୁଶାନ୍ତ, ଅକ୍ଷୟ ଏବଂ ରମେଶ ଚନ୍ଦ୍ର ଦାସ ତାଙ୍କୁ ଜୋରଜବରଦସ୍ତ ଦୁଷ୍କର୍ମ କରିଥିବା ନେଇ ସେ ପ୍ରଥମେ ଭୁବନେଶ୍ୱରର ଖଣ୍ଡଗିରି ଥାନାରେ ଅଭିଯୋଗ କରିଥିଲେ। ଖଣ୍ଡଗିରି ଥାନା ପକ୍ଷରୁ ଏହି ମାମଲାଟିକୁ ନିମାପଡ଼ା ଥାନାକୁ ହସ୍ତାନ୍ତର କରାଯାଇଥିଲା। ନିମାପଡ଼ା ପୋଲିସ କେସ୍ ନଂ ୨୯୮/୨୬ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ପିପିଲି ଅଞ୍ଚଳରୁ ୨ ଜଣ ଏବଂ ନିମାପଡ଼ା ଅଞ୍ଚଳରୁ ୨ ଜଣ ସହ ସମୁଦାୟ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି।

ଗଣଦୁଷ୍କର୍ମ ଗେଷ୍ଟହାଉସ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବାର୍ଦ୍ଧକ୍ୟ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

September 28, 2026

ପଦକ ବିନା ଫେରିବେ ମନୁ ଭାକର: ବିଶ୍ୱ ରେକର୍ଡଧାରୀ ଇଶା ସିଂହ ଜିତିଲେ ରୌପ୍ୟ

September 28, 2026

Maa Tara Tarini Temple: ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂ

September 28, 2026

ସେମିଫାଇନାଲରେ ମୁହାଁମୁହିଁ ହେବେ କି ଭାରତ ଏବଂ ପାକିସ୍ତାନ?: ଫାଇନାଲ୍ ପୂର୍ବରୁ ଜାଣନ୍ତୁ କାର୍ଯ୍ୟସୂଚୀ

September 28, 2026
Latest News

ବାର୍ଦ୍ଧକ୍ୟ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

September 28, 2026

ପଦକ ବିନା ଫେରିବେ ମନୁ ଭାକର: ବିଶ୍ୱ ରେକର୍ଡଧାରୀ ଇଶା ସିଂହ ଜିତିଲେ ରୌପ୍ୟ

September 28, 2026

ଗେଷ୍ଟହାଉସରେ ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: ୪ ଅଭିଯୁକ୍ତ ଗିରଫ

September 28, 2026

Maa Tara Tarini Temple: ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂ

September 28, 2026

UPI ମାମଲା: RBI ଏବଂ କେନ୍ଦ୍ରକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.