Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ
ଅପରାଧ

ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
hinjili police
ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ କରାଯାଇଛି। ଏହି ମାମଲାରେ ୩ ଜଣ ଚାଲାଣକାରୀଙ୍କୁ ଗିରଫ କରାଯାଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ହିଞ୍ଜିଳି ଥାନା ଅଧିକାରୀ ଓ ଆସ୍କା ଏସଡିପିଓ ସାଇକ୍ରିଷ୍ଣା ନାମକ ଘରୋଇ ବସ୍ କୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ୩ ଟି ଏୟାର ବ୍ୟାଗ୍ ରେ ୩ ଜଣ ଯୁବକ ଗଞ୍ଜେଇ ଚାଲାଣ କରୁଥିବାର ଦେଖିଥିଲେ। ଯାହାପରେ ହିଞ୍ଜିଳି ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତିରେ ଅଭିଯୁକ୍ତଙ୍କ ଠାରୁ ଉକ୍ତ ଗଞେଇ ଜବତ କରଯାଇଥିଲା। ଜବତ ଗଞ୍ଜେଇର ଓଜନ ୮ କିଲୋ ୯୦ ଗ୍ରାମ୍ ବୋଲି ଜଣାପଡିଛି। ସମସ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ବେଳେ ଘଟଣାର ଅଧିକ ତଦନ୍ତ ଚାଲିଛି।

ଅଭିଯୁକ୍ତ ଗିରଫ ଗଞ୍ଜେଇ ଜବତ ହିଞ୍ଜିଳି ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

୧୮ତମ ନିଯୁକ୍ତି ମେଳା : ସେବକ ସେବିକା ଓ ଜନଜାତି ଭାଷା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

November 1, 2026

ଆଇପିଏସ୍ ଏବଂ ଓପିଏସ୍ ସ୍ତରରେ ଅଦଳବଦଳ: ୯ ଜଣ ଅଧିକାରୀଙ୍କୁ ନୂତନ ଦାୟିତ୍ୱ

November 1, 2026

ବାତ୍ୟା ପ୍ରଭାବିତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ଜାରି: ୬,୪୦୦ରୁ ଅଧିକ କର୍ମଚାରୀ ନିୟୋଜିତ

November 1, 2026

ଇରାନ ଆମେରିକା ସାମ୍ନାରେ ରଖିଲା ୭ ସର୍ତ୍ତ: କହିଲା – ମାନିଲେ ଖୋଲିବ ରାସ୍ତା

November 1, 2026
Latest News

୧୮ତମ ନିଯୁକ୍ତି ମେଳା : ସେବକ ସେବିକା ଓ ଜନଜାତି ଭାଷା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

November 1, 2026

ଆଇପିଏସ୍ ଏବଂ ଓପିଏସ୍ ସ୍ତରରେ ଅଦଳବଦଳ: ୯ ଜଣ ଅଧିକାରୀଙ୍କୁ ନୂତନ ଦାୟିତ୍ୱ

November 1, 2026

ବାତ୍ୟା ପ୍ରଭାବିତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ଜାରି: ୬,୪୦୦ରୁ ଅଧିକ କର୍ମଚାରୀ ନିୟୋଜିତ

November 1, 2026

ଇରାନ ଆମେରିକା ସାମ୍ନାରେ ରଖିଲା ୭ ସର୍ତ୍ତ: କହିଲା – ମାନିଲେ ଖୋଲିବ ରାସ୍ତା

November 1, 2026

ଅଷ୍ଟ୍ରେଲିଆର ପରାଜୟ ପରେ ବଦଳିଲା ସମୀକରଣ: କେମିତି WTC ଫାଇନାଲରେ ଯିବ ଟିମ୍ ଇଣ୍ଡିଆ?

November 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.