Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପୁଣି ଖାକିରେ ଦାଗ : ପ୍ରେମ ପ୍ରତାରଣା ମାମଲାରେ କନେଷ୍ଟବଳ ଗିରଫ
ଅପରାଧ

ପୁଣି ଖାକିରେ ଦାଗ : ପ୍ରେମ ପ୍ରତାରଣା ମାମଲାରେ କନେଷ୍ଟବଳ ଗିରଫ

February 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ପୁଣି ଥରେ ଖାକିରେ ଦାଗ । ପ୍ରେମରେ ପ୍ରତାରଣା ମାମଲାରେ ଭୁବନେଶ୍ବର ମହିଳା ଥାନା ପକ୍ଷରୁ ଜନୈକ କନେଷ୍ଟବଳଙ୍କୁ ଗିରଫ କରାଯାଇଛି । ଯୁବତୀ ଜଣକ ଆତ୍ମହତ୍ୟା ଉଦ୍ୟମ କରିବା ପରେ ଏହି ଘଟଣା ସମ୍ମୁଖକୁ ଆସିଛି । ଯୁବତୀ ଜଣକ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେବା ପରେ କନେଷ୍ଟବଳଙ୍କୁ ଗିରଫ କରାଯାଇଛି । ଘଟଣାରେ ସମ୍ପୃକ୍ତ ଏସ୍‌ଏସ୍‌ବି କନେଷ୍ଟବଳ ରାଜେଶ ଦାସଙ୍କୁ ଭୁବନେଶ୍ବର ମହିଳା ଥାନା ପକ୍ଷରୁ ଗିରଫ କରାଯାଇଛି ।

love
Share. Facebook Twitter LinkedIn Email WhatsApp Copy Link

Related Posts

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026
Latest News

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.