Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଭୁବନେଶ୍ବରରେ ଛାତ୍ରୀଙ୍କୁ ଗୁଳିମାଡ଼ : ଦୁଇ ଦୁର୍ବୃତ୍ତ ଫେରାର
ଅପରାଧ

ଭୁବନେଶ୍ବରରେ ଛାତ୍ରୀଙ୍କୁ ଗୁଳିମାଡ଼ : ଦୁଇ ଦୁର୍ବୃତ୍ତ ଫେରାର

February 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଭୁବନେଶ୍ବରରେ ଦିନ ଦ୍ବିପ୍ରହରରେ ଛାତ୍ରୀଙ୍କୁ ଗୁଳିମାଡ । ଇନ୍‌ଫୋସିଟି ଥାନା ଅଞ୍ଚଳରେ ଛାତ୍ରୀଙ୍କୁ ଗୁଳି ମାଡ ହୋଇଥିବାର ସୂଚନା ମିଳିଛି । ଛାତ୍ରୀଙ୍କ ଦୁଇ ଜଂଘରେ ଗୁଳି ବାଜିଥିବାବେଳେ ତାଙ୍କୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଛାତ୍ରୀ ଜଣକ ଏକ ଘରୋଇ ଇନ୍‌ଷ୍ଟିଚ୍ୟୁଟ୍‌ରେ ପଢୁଥିବାର ସୂଚନା ରହିଛି । ଛାତ୍ରୀ ଜଣକ ପୁରୁଷ ବନ୍ଧୁଙ୍କ ସହ ଛିଡା ହୋଇଥିବାବେଳେ ତାଙ୍କୁ ଗୁଳିମାଡ କରାଯାଇଛି । ଛାତ୍ରୀଙ୍କୁ ଦୁଇ ରାଉଣ୍ଡ ଗୁଳିମାଡ କରି ଦୁଇ ଦୁର୍ବୃତ୍ତ ଫେରାର୍‌ ହୋଇଯାଇଛନ୍ତି ।

ଗୁଳିମାଡ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026
Latest News

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.