Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବଡ଼ଭାଇକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସାନଭାଇ
ଅପରାଧ

ବଡ଼ଭାଇକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସାନଭାଇ

February 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ନୂଆପଡା : ନୂଆପଡା ଜିଲ୍ଲା କୋମନାରେ ଏକ ଅଭାବନୀୟ ଘଟଣା ଘଟିଛି । ବଡଭାଇଙ୍କୁ ଟାଙ୍ଗିଆରେ ହାଣିଛି ସାନଭାଇ । ପାରିବାରିକ କଳହ ପାଇଁ ଏପରି ହତ୍ୟାକାଣ୍ଡ ଘଟିଥିବାର ସୂଚନା ମିଳିଛି । ବାପାଙ୍କ ଏତଲା ଭିତ୍ତିରେ ଅଭିଯୁକ୍ତ ସାନ ଭାଇଙ୍କୁ ଥାନାରେ ଅଟକ ରଖାଯାଇଛି । ଘରୋଇ କହଳ କାରଣରୁ ବହୁମୂଲ୍ୟ ଦେବାକୁ ପଡିଛି । ସାନଭାଇ ରାଗରେ ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା କରିଛି ।

murdercase
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗୁରୁତର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026

ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 12, 2026
Latest News

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026

ସୁନା ଖଣିରେ ଏୟାରଷ୍ଟ୍ରାଇକ: ୭୨ ଶ୍ରମିକ ନିହତ

October 12, 2026

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗୁରୁତର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026

ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.