Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପରିବାର 4 ଜଣଙ୍କୁ ନିର୍ମମ ଭାବେ ହତ୍ୟା
ଅପରାଧ

ପରିବାର 4 ଜଣଙ୍କୁ ନିର୍ମମ ଭାବେ ହତ୍ୟା

February 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବଣାଇ : ଗୋଟିଏ ପରିବାରର ଚାରିଜଣଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି । ଏପରି ଏକ ଘଟଣା ବଣାଇର ଦେଉଳହୁଡି ଗ୍ରାମରେ ହୋଇଥିବାର ସୂଚନା ମିଳିଛି । ସ୍ବାମୀ, ସ୍ତ୍ରୀ ଓ ଦୁଇ ଶିଶୁଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି । ମୃତ ଦୁଇ ଶିଶୁଙ୍କ ମଧ୍ୟରେ ଜଣେ 7 ବର୍ଷର ଝିଅ ଥିବାବେଳେ 6 ବର୍ଷର ପୁଅ ମଧ୍ୟ ରହିଛି ।  ପାରିବାରିକ କଳହରୁ ଏହି ହତ୍ୟା ହୋଇଥିବାର ସୂଚନା ମିଳିଥିବାବେଳେ ମୃତକଙ୍କ ସାନଭାଇକୁ ଅଟକ ରଖି ପୋଲିସ୍‌ ପଚରା ଉଚୁରା କରୁଛି ।

ନିର୍ମମ ହତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026
Latest News

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.