Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମହିଳାଙ୍କୁ ପିଟି ପିଟି ହତ୍ୟା : ଅଭିଯୁକ୍ତ ସ୍ବାମୀ ଫେରାର୍‌
ଅପରାଧ

ମହିଳାଙ୍କୁ ପିଟି ପିଟି ହତ୍ୟା : ଅଭିଯୁକ୍ତ ସ୍ବାମୀ ଫେରାର୍‌

February 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଉଦଳା : ଘର ଭିତରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଶରତ ଥାନା ରୁଗୁଡି ଗାଁରେ ଏକ ଘର ଭିତରୁ ଜଣେ ମହିଳାଙ୍କ ଶବକୁ ଉଦ୍ଧାର କରିଛି ପୋଲିସ୍‌ । ଘରୋଇ କଳିରୁ ଗତ ସୋମବାର ସ୍ବାମୀ ପିଟି ପିଟି ହତ୍ୟା କରିଥିବାର ଅଭିଯୋଗ ହୋଇଛି । ମୃତ ମହିଳାଙ୍କ ଶ୍ବଶୁର, ଶାଶୁ ଓ ସଉତୁଣୀଙ୍କୁ ଅଟକ ରଖି ପୋଲିସ୍‌ ପଚରାଉଚୁରା କରୁଛି । ତେବେ ହତ୍ୟାକାରୀ ସ୍ବାମୀ ଜଣକ ଫେରାର୍‌ ରହିଥିବାର ପୋଲିସ୍‌ ସୂଚନା ଦେଇଛି।

deadbody
Share. Facebook Twitter LinkedIn Email WhatsApp Copy Link

Related Posts

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026
Latest News

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.