Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସ୍ତ୍ରୀକୁ 300 ଖଣ୍ଡ : କର୍ଣ୍ଣେଲ ସୋମନାଥ ପରିଡାଙ୍କୁ ଆଜୀବନ କାରାବାସ
ଅପରାଧ

ସ୍ତ୍ରୀକୁ 300 ଖଣ୍ଡ : କର୍ଣ୍ଣେଲ ସୋମନାଥ ପରିଡାଙ୍କୁ ଆଜୀବନ କାରାବାସ

February 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ନିଜ ସ୍ତ୍ରୀକୁ ହତ୍ୟା କରି 300 ଖଣ୍ଡ କରି ଟିଫିନ୍‌ରେ ରଖିବା ମାମଲାରେ ଦୋଷୀ ସ୍ବାମୀ ସୋମନାଥ ପରିଡାକୁ ଆଜୀବନ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲା ଜଜ୍‌ । ମାମଲାଟି ସାତ ବର୍ଷ ଚାଲିବା ପରେ ଆଜି ରାୟ ପ୍ରକାଶ ପାଇଛି ।  2013 ଜୁନ୍‌ ମାସରେ ଭୁବନେଶ୍ବରର ନୟାପଲ୍ଲୀରେ ଘଟିଥିଲା ଏହି ହତ୍ୟା ଘଟଣା ଘଟିଥିଲା। ସୋମନାଥ ପରିଡ଼ା ନିଜ ପତ୍ନୀ ଉଷାଶ୍ରୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ପରେ ଶରୀରକୁ ତିନି ଶହ ଖଣ୍ଡ କରି ଷ୍ଟିଲ କଣ୍ଟେନର ମଧ୍ୟରେ ଲୁଚାଇ ରଖିଥିଲେ । ଦେହାବଶେଷ ସହ କୋଡିଏ ଦିନ ରହିବା ପରେ ଘଟଣା ସାମ୍ନାକୁ ଆସିଥିଲା । 71 ବର୍ଷ ବୟସରେ ସୋମନାଥ ଏପରି ଜଘନ୍ୟ କାଣ୍ଡ ଘଟାଇଥିବାବେଳେ, ସେହି ଘଟଣାରେ ସେତେବଳେ ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ରାୟ ପ୍ରକାଶ ବେଳେ କୋର୍ଟ ରୁମ୍‌ରେ କାନ୍ଦି ଥିଲେ ସୋମନାଥ ପରିଡା ।

Share. Facebook Twitter LinkedIn Email WhatsApp Copy Link

Related Posts

ଇମ୍ରାନ ଖାନଙ୍କ ବଢ଼ିଲା ସମସ୍ୟା: ଏଫଆଇଆର ଦାଖଲ କଲା ମୁମ୍ବାଇ ପୋଲିସ

October 11, 2026

ସରିଲା ଦୁଇ ମହାଶକ୍ତିଙ୍କ ପ୍ରସିଦ୍ଧ ଭେଟଯାତ୍ରା: ଆଜିଠାରୁ ସପ୍ତମାତାଙ୍କ ଦିବ୍ୟଦର୍ଶନ ଆରମ୍ଭ

October 11, 2026

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026
Latest News

ଇମ୍ରାନ ଖାନଙ୍କ ବଢ଼ିଲା ସମସ୍ୟା: ଏଫଆଇଆର ଦାଖଲ କଲା ମୁମ୍ବାଇ ପୋଲିସ

October 11, 2026

ସରିଲା ଦୁଇ ମହାଶକ୍ତିଙ୍କ ପ୍ରସିଦ୍ଧ ଭେଟଯାତ୍ରା: ଆଜିଠାରୁ ସପ୍ତମାତାଙ୍କ ଦିବ୍ୟଦର୍ଶନ ଆରମ୍ଭ

October 11, 2026

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.