Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ରାଉରକେଲାରେ ଲଜ୍ଜା : ଚୋରି କରିବାକୁ ଆସି ମହିଳାଙ୍କୁ ଗଣଦୁଷ୍କର୍ମ
ଅପରାଧ

ରାଉରକେଲାରେ ଲଜ୍ଜା : ଚୋରି କରିବାକୁ ଆସି ମହିଳାଙ୍କୁ ଗଣଦୁଷ୍କର୍ମ

February 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ରାଉରକେଲାରେ ଏକ ଲଜ୍ଜାଜନକ ଘଟଣା ସମ୍ମୁଖକୁ ଆସିଛି । ଚୋରି କରିବାକୁ ଆସିଥିବା 7 ଜଣ ଚୋର ମହିଳାଙ୍କୁ ଗଣଦୁଷ୍କର୍ମ କରିଛନ୍ତି । ରାଉରକେଲାର ବ୍ରାହ୍ମଣୀ ତରଙ୍ଗ ଅଞ୍ଚଳରେ ଏହି ଘଟଣା ଘଟିଛି । ଏକ କ୍ରସରକୁ 7 ଜଣ ଚୋର ଚୋରି କରିବାକୁ ଆସିଥିବା ବେଳେ ମହିଳାଙ୍କୁ ଗଣ ଦୁଷ୍କର୍ମ କରିଛନ୍ତି । ରବିବାର ବିଳମ୍ବିତ ରାତ୍ରିରେ ଏହି ଘଟଣା ଘଟିଥିବା ବେଳେ ଏ ନେଇ ଗତକାଲି ଥାନାରେ ମାମଲା ରୁଜୁ କରାଯାଇଛି । ଏହା ସହିତ ଚୋର ମାନେ ଲକ୍ଷାଧିକ ଟଙ୍କାର ମୋଟର ଏବଂ ଅନ୍ୟାନ୍ୟ ସାମଗ୍ରୀ ଚୋରି କରି ନେଇଥିବା ଅଭିଯୋଗ ହୋଇଛି । ଉଲ୍ଲେଖଯୋଗ୍ୟ ଯେ, ମହିଳାଙ୍କ ସ୍ବାମୀ ତଥା କ୍ରସରର କେୟାର ଟେକରତଳ ଘରେ ଶୋଇଥିବା ବେଳେ ମହିଳା ଜଣକ ଏକୁଟିଆ ଉପରେ ଶୋଇଥିଲେ । ଏହି ସମୟରେ 7 ଜଣ ଚୋର ପଶି ଦୁଷ୍କର୍ମ ପରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରି ନେଇଥିଲେ ।

gangrape rourkela
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026
Latest News

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.