Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଘରେ ପଶି ନାବାଳିକାକୁ ଦୁଷ୍କର୍ମ କଲେ ଦୁଇ ନାବାଳକ
ଅପରାଧ

ଘରେ ପଶି ନାବାଳିକାକୁ ଦୁଷ୍କର୍ମ କଲେ ଦୁଇ ନାବାଳକ

February 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗାଜିଆବାଦ୍‌ :ଦେଶରେ ନାରୀ ସୁରକ୍ଷା ଏବେ ଏକ ପ୍ରଶ୍ନବାଚୀ ପାଲଟି ଯାଇଛି । ପ୍ରତି ମୁହୂର୍ତ୍ତରେ ଏଠି ଦୁଷ୍କର୍ମ ଓ ନିର୍ଯାତନା ପରି ଘଟଣା ଦେଖିବାକୁ ମିଳିଛି। ଗାଜିଆବାଦ୍‌ ଥାନା ଅଞ୍ଚଳରେ ମୋଦିନଗର କ୍ଷେତ୍ରରେ ଏକ ନାବାଳିକା ଛାତ୍ରୀଙ୍କ ଦୁଷ୍କର୍ମ ମାମଲା ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁସାରେ ତୃତୀୟ ଶ୍ରେଣୀରେ ପଢୁଥିବା ନାବାଳିକାକୁ ଦୁଇ ନାବାଳକ ଛାତ୍ର ଦୁଷ୍କର୍ମ କରିଛନ୍ତି ।  ଅଭିଯୁକ୍ତ ଛାତ୍ରମାନେ ଯଥାକ୍ରମେ ନବମ ଓ ଦଶମ ଶ୍ରେଣୀର ପଢୁଥିବାର ସୂଚନା ରହିଛି । ଦୁହିଁଙ୍କ ବୟସ 13ରୁ 14 ବର୍ଷ ଜଣାପଡିଥିବାବେଳେ ପୀଡ଼ିତାଙ୍କ ବୟସ 12 ବର୍ଷ ବୋଲି ଜଣାପଡିଛି ।

ଘଟଣାଟି ସାମ୍ନାକୁ ଆସିବା ପରେ ମୋଦିନଗର ପୋଲିସ୍‌ ଦୁଇ ଅଭିଯୁକ୍ତ ଛାତ୍ରଙ୍କୁ ଗିରଫ କରିବା ସହିତ ପେକ୍ସୋ ଆକ୍ଟ ଅନ୍ତର୍ଗତ ମାମଲା ରୁଜୁ କରିଛି । ପୀଡ଼ିତାଙ୍କ ମା’ଙ୍କ କହିବାନୁସାରେ ପୀଡିତା ଜଣକ ଏକୁଟିଆ ଘରେ ଥିବାବେଳେ ପଡିଶାରେ ରହୁଥିବା ଦୁଇ ଅଭିଯୁକ୍ତ ଛାତ୍ର ଘରେ ବଳପୂର୍ବକ ପଶି ଏପରି ଦୁଷ୍କର୍ମ କାର୍ଯ୍ୟ କରିଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ ପାଳିତ

October 2, 2026

ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ସାଇକେଲ ଶୋଭାଯାତ୍ରା: ସହର ବୁଲି ବାଣ୍ଟିଲେ ସ୍ୱଚ୍ଛତାର ବାର୍ତ୍ତା

October 2, 2026

ନିଶାମୁକ୍ତ ଯୁବ ଭାରତ ପାଇଁ ଗଣ ଦୌଡ଼

October 2, 2026

ଭାରତୀୟ ସେନାର ସଫଳତା: BSF ଗୁଳିରେ ୨ ପାକିସ୍ତାନୀ ଅନୁପ୍ରବେଶକାରୀ ନିହତ

October 2, 2026
Latest News

BJD Media Cell Announcement: ଘୋଷଣା ହେଲା ବିଜେଡି ମିଡିଆ ସେଲର ନୂଆ କର୍ମକର୍ତ୍ତା, ଦେଖନ୍ତୁ ପୁରା ଲିଷ୍ଟ

October 2, 2026

ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛ ଭାରତ ଦିବସ ପାଳିତ

October 2, 2026

ମହାପ୍ରଭୁଙ୍କ ଜମି ଉପରେ ଲୋଲୁପ ଦୃଷ୍ଟି ପକାଇଲେ ନାହିଁ ନିସ୍ତାର: ମୁଖ୍ୟ ପ୍ରଶାସକ

October 2, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026

ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ସାଇକେଲ ଶୋଭାଯାତ୍ରା: ସହର ବୁଲି ବାଣ୍ଟିଲେ ସ୍ୱଚ୍ଛତାର ବାର୍ତ୍ତା

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.