Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଆସାମରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା, 7 ନାବାଳକ ଅଟକ
ଅପରାଧ

ଆସାମରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା, 7 ନାବାଳକ ଅଟକ

March 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଣଦୁଷ୍କର୍ମ
ଦିଲ୍ଲୀରେ ପୁଣି ଲଜ୍ଜା!: ସ୍ଲିପର ବସ୍‌ରେ ୧୬ ବର୍ଷୀୟା ଝିଅକୁ ଗଣଦୁଷ୍କର୍ମ

ଗୌହାଟୀ : ଆସାମରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଯାଇଛି । ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯିବା ପରେ ହତ୍ୟା କରାଯାଇଛି । ଏହି ଘଟଣାରେ ସମ୍ପୃକ୍ତ 7 ଜଣ ନାବାଳକ ଛାତ୍ରଙ୍କୁ ପୋଲିସ୍‌ ଗିରଫ କରିଛି । ଆସାମର ବିଶ୍ବନାଥ ଜିଲ୍ଲାରେ ନାବାଳିକାଙ୍କ ଶବ ଝୁଲନ୍ତା ଅବସ୍ଥାରେ ଏକ ଗଛରୁ ଉଦ୍ଧାର କରାଯାଇଛି । ଶୁକ୍ରବାର ଛାତ୍ରୀ ଜଣକ ନିଜର ବୋର୍ଡ ପରୀକ୍ଷା ଦେଇଥିବା ବେଳେ ଉକ୍ତ 7 ସହପାଠୀ ତାଙ୍କୁ ପାର୍ଟି ବାହାନାରେ ନେଇ ବଳାତ୍କାର କରିଥିଲେ । ଏନେଇ ପୀଡିତାଙ୍କ ମାମୁଁ ଥାନାରେ ଅଭିଯୋଗ କରିବା ପରେ 7 ଜଣ ଅଭିଯୁକ୍ତଙ୍କୁ ଅଟକ ରଖାଯାଇଛି । 12 ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ ପରେ ଏହି 7 ନାବାଳକ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ସମସ୍ତ ଅଭିଯୁକ୍ତ ନାବାଳକ ହୋଇଥିବାରୁ ସେମାନଙ୍କୁ ଏକ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ରଖାଯାଇଛି । (ଏଜେନ୍ସି)

assam minorgirl rape
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

October 5, 2026

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ଏହି ଦିନ ଖେଳିବେ ମ୍ୟାଚ

October 5, 2026

ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ସମ୍ପନ୍ନ

October 5, 2026

ଫର୍ମ-୬ ଉପରେ ସୁପ୍ରିମକୋର୍ଟଙ୍କ ମନ୍ତବ୍ୟ ପରେ ଉତ୍ତେଜନା: CEC ଉପରେ କଡା ପ୍ରତିକ୍ରିୟା ଦେଲା CJP

October 5, 2026
Latest News

ଓଡ଼ିଶା ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

October 5, 2026

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ଏହି ଦିନ ଖେଳିବେ ମ୍ୟାଚ

October 5, 2026

ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ସମ୍ପନ୍ନ

October 5, 2026

୨୦୨୬ ଚିକିତ୍ସା ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ବିଜେତା ଘୋଷଣା

October 5, 2026

ଫର୍ମ-୬ ଉପରେ ସୁପ୍ରିମକୋର୍ଟଙ୍କ ମନ୍ତବ୍ୟ ପରେ ଉତ୍ତେଜନା: CEC ଉପରେ କଡା ପ୍ରତିକ୍ରିୟା ଦେଲା CJP

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.