Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନିର୍ଭୟା ଗଣଦୁଷ୍କର୍ମ ମାମଲା : ମାର୍ଚ୍ଚ 20ରେ ଫାଶୀ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ
ଅପରାଧ

ନିର୍ଭୟା ଗଣଦୁଷ୍କର୍ମ ମାମଲା : ମାର୍ଚ୍ଚ 20ରେ ଫାଶୀ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

March 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଫାଶୀ ଦଣ୍ଡାଦେଶ ତାରିଖ ଘୋଷଣା କରାଯାଇଛି । ଆସନ୍ତା ମାର୍ଚ୍ଚ 20 ତାରିଖ ଭୋର 5.30 ମିନିଟ୍‌ ସମୟରେ ଚାରି ଦୋଷୀଙ୍କୁ ଫାଶୀ ଦେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଗୁରୁବାର ପଟିଆଲା ହାଉସ୍‌ କୋର୍ଟ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି । ଗତକାଲି ପଓ୍ବନ୍‌ ବର୍ମାର ରାଜକ୍ଷମା ଯାଚିକା ଖାରଜ ହେବା ପରେ ତିହାର କର୍ତ୍ତୃପକ୍ଷଙ୍କ ତରଫରୁ ନୂତନ ଫାଶୀ ତାରିଖର ଆବେଦନ କରାଯାଇଥିଲା । ଏହି ଆବେଦନ ଉପରେ ବିଚାର କରି କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି । (ଏଜେନ୍ସି)

hanged nirbhaya
Share. Facebook Twitter LinkedIn Email WhatsApp Copy Link

Related Posts

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.