Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନିର୍ଭୟା ଗଣଦୁଷ୍କର୍ମ ମାମଲା : ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲା ମୁକେଶ
ଅପରାଧ

ନିର୍ଭୟା ଗଣଦୁଷ୍କର୍ମ ମାମଲା : ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲା ମୁକେଶ

March 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛି ମୁକେଶ । ମାମଲାର ଅନ୍ୟତମ ଅଭିଯୁକ୍ତ ମୁକେଶ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇ ନୂତନ କ୍ୟୁରେଟିଭ୍‌ ଯାଚିକା ଏବଂ ରାଜକ୍ଷମା ଆବେଦନ କରିବାର ଆବେଦନ କରିଛି । ମୁକେଶ ସିଂର ଓକିଲ ଏମ୍‌ ଏଲ୍‌ ଶର୍ମାଙ୍କ ପକ୍ଷରୁ ଏହି ଆବେଦନ କରାଯାଇଛି । କୋର୍ଟଙ୍କ ପକ୍ଷରୁ ନିଯୁକ୍ତ ମଧ୍ୟସ୍ଥି ବୃନ୍ଦା ଗ୍ରୋଭର ପୂର୍ବରୁ ମୁକେଶର କ୍ୟୁରେଟିଭ୍‌ ଯାଚିକା ଲେଖିଥିଲେ ଯାହାକି ଖାରଜ ହୋଇଯାଇଥିଲା । ଏହି ଆଧାରରେ ମୁକେଶକୁ ନୂତନ ଭାବରେ କ୍ୟୁରେଟିଭ୍‌ ଏବଂ ରାଜକ୍ଷମା ଯାଚିକା ଦାଖଲ କରିବାର ସୁଯୋଗ ମିଳିବା ଉଚିତ୍‌ ବୋଲି ଶର୍ମା ଯୁକ୍ତି କରିଥିଲେ । ଉଲ୍ଲେଖଯୋଗ୍ୟ ଯେ, ଗତକାଲି ଦିଲ୍ଲୀର ପଟିଆଲା ହାଉସ୍‌ କୋର୍ଟ ପକ୍ଷରୁ ଏହି ମାମଲାର ସମସ୍ତ ଅଭିଯୁକ୍ତଙ୍କୁ ଆସନ୍ତା ମାର୍ଚ୍ଚ 20 ତାରିଖରେ ଫାଶୀ ଦେବା ପାଇଁ ଘୋଷଣା କରାଯାଇଥିଲା । (ଏଜେନ୍ସି)

mukeshsingh nirbhaya
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026
Latest News

ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.