Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସାକ୍ଷୀଗୋପାଳରେ ଫାୟାରିଂ , ଯୁବକ ମୃତ
ଅପରାଧ

ସାକ୍ଷୀଗୋପାଳରେ ଫାୟାରିଂ , ଯୁବକ ମୃତ

March 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ପୁରୀ : ଦୋଳ ଓ ହୋଲି ପର୍ବ ପୂର୍ବରୁ ସାକ୍ଷୀଗୋପାଳଠାରେ ଗୁଳିମାଡରେ ଜଣକର ମୃତ୍ୟୁ ହୋଇଥିବାର ଖବର ମିଳିଛି । ସାକ୍ଷୀଗୋପାଳ କାଞ୍ଜିଆ ଛକରେ ଗୁଳିମାଡ ହୋଇଛି । ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ କାଞ୍ଜିଆରେ ଶଶୁର ଘରେ ରହୁଥିଲେ ବୋଲି ସୂଚନା ରହିଛି । ରାତିରେ ଢାବାରେ ଖାଇବାକୁ ନେଇ ବଚସା ପରେ ଫାୟାରିଂ ହୋଇଥିବାର ସୂଚନା ରହିଛି । ଘଟଣାସ୍ଥଳରେ ସତ୍ୟବାଦୀ ଥାନା ପୋଲିସ୍‌ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ଗୁଳିକାଣ୍ଡର ମୃତ୍ୟୁ ପରେ ଉତ୍ତ୍ୟକ୍ତ ଲୋକଙ୍କ 316 ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି ।

ଗୁଳିମାଡ ଯୁବକ ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

ଆହତ କାରଣରୁ ତୃତୀୟ ଏକଦିବସୀୟରୁ ବାଦ ପଡିଲେ ପ୍ରସିଦ୍ଧ କୃଷ୍ଣ: ଏହି ଯୁବ ଦ୍ରୁତ ବୋଲରଙ୍କୁ ସୁଯୋଗ

October 1, 2026

ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା

October 1, 2026

ସମତା ଏକ୍ସପ୍ରେସ୍‌ରେ ଜିଆର୍‌ପିର ଚଢ଼ାଉ: ଗଞ୍ଜେଇ ଜବତ, ୬ ମହିଳା ଗିରଫ

October 1, 2026

ହକି ସେମିଫାଇନାଲରେ ପାକିସ୍ତାନକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ଭାରତ

October 1, 2026
Latest News

ଆହତ କାରଣରୁ ତୃତୀୟ ଏକଦିବସୀୟରୁ ବାଦ ପଡିଲେ ପ୍ରସିଦ୍ଧ କୃଷ୍ଣ: ଏହି ଯୁବ ଦ୍ରୁତ ବୋଲରଙ୍କୁ ସୁଯୋଗ

October 1, 2026

ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା

October 1, 2026

ସମତା ଏକ୍ସପ୍ରେସ୍‌ରେ ଜିଆର୍‌ପିର ଚଢ଼ାଉ: ଗଞ୍ଜେଇ ଜବତ, ୬ ମହିଳା ଗିରଫ

October 1, 2026

ହକି ସେମିଫାଇନାଲରେ ପାକିସ୍ତାନକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ଭାରତ

October 1, 2026

ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ସସ୍‌ପେଣ୍ଡ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.