Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଅଙ୍କିତ ଶର୍ମା ହତ୍ୟା ମାମଲା : 5 ଜଣଙ୍କୁ ଗିରଫ କଲା ପୋଲିସ୍‌
ଅପରାଧ

ଅଙ୍କିତ ଶର୍ମା ହତ୍ୟା ମାମଲା : 5 ଜଣଙ୍କୁ ଗିରଫ କଲା ପୋଲିସ୍‌

March 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀ ହିଂସାକାଣ୍ଡ ସମୟରେ ଆଇବି ଅଫିସର ଅଙ୍କିତ ଶର୍ମାଙ୍କ ହତ୍ୟା ମାମଲାରେ ଶନିବାର ପୋଲିସ୍‌ 5 ଜଣଙ୍କୁ ଗିରଫ କରିଛି । ପୂର୍ବରୁ ନିଲମ୍ବିତ ଆପ୍‌ କାଉନ୍‌ସିଲର୍‌ ତାହିର ହୁସେନ୍‌ଙ୍କୁ ଗିରଫ କରାଯାଇଥିବା ବେଳେ ଶନିବାର ଦିନ ଆହୁରି ପାଞ୍ଚ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ପାଞ୍ଚ ଜଣ ହେଉଛନ୍ତି ଫିରୋଜ୍‌, ଜାଭେଦ୍‌, ଗୁଲ୍‌ଫାମ୍‌, ଶୋଏବ୍‌ ଏବଂ ଅନାସ୍‌ । ପ୍ରଥମ ଚାରିଜଣ ଦିଲ୍ଲୀର ଚାନ୍ଦ ବାଗର ବାସିନ୍ଦା ହୋଇଥିବା ବେଳେ ଅନାସ୍‌ ମୁସ୍ତାଫାବାଦର ବାସିନ୍ଦା ଅଟନ୍ତି । ଅନ୍ୟପକ୍ଷରେ ଶନିବାର ଦିନ ଅଙ୍କିତ ଶର୍ମାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ପ୍ରକାଶ ପାଇଛି । ଅଙ୍କିତ ଶର୍ମାଙ୍କ ଶରୀରରେ 51ଟି କ୍ଷତଚିହ୍ନ ରହିଥିବା ବେଳେ 10ରୁ 12 ଜଣ ଏହି ହତ୍ୟାରେ ସମ୍ପୃକ୍ତ ରହିଥିବା ନେଇ ପୋଷ୍ଟମର୍ଟମ ରିପୋର୍ଟରେ ପ୍ରକାଶ ପାଇଛି । (ଏଜେନ୍ସି)

delhiviolence
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.