Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗୋମୂତ୍ରରେ ଆରୋଗ୍ୟ ହେଉଛି କୋରୋନା : ଗୁଜବ ପ୍ରଚାର କରି ଯୁବକ ଗିରଫ
ଅପରାଧ

ଗୋମୂତ୍ରରେ ଆରୋଗ୍ୟ ହେଉଛି କୋରୋନା : ଗୁଜବ ପ୍ରଚାର କରି ଯୁବକ ଗିରଫ

March 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା : ଗୋମୂତ୍ରରେ ଆରୋଗ୍ୟ ହେଉଛି କୋରୋନା ଭାଇରସ୍‌ । ଏପରି ଗୁଜବ ସୃଷ୍ଟି କରି ଗିରଫ ହୋଇଛନ୍ତି ପଶ୍ଚିମବଙ୍ଗର ଯୁବକ । କୋରୋନା ଭାଇରସ୍‌ରୁ ଆରୋଗ୍ୟ ପାଇଁ ରସୁଣ, ତୁଳସୀ ପତ୍ରର ବ୍ୟବହାର ପରି ଗୁଜବ ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଥିବା ବେଳେ କଲିକତାର ହୁଗୁଳୀ ଜିଲ୍ଲାରେ ଗୋମୂତ୍ରର ଗୁଜବ ଦେଖିବାକୁ ମିଳିଛି । ଅଭିଯୁକ୍ତ ଜଣକ ହେଉଛନ୍ତି ହୁଗୁଳୀ ଜିଲ୍ଲାର ମାମୁଦ ଅଲ୍ଲୀ । ନିଜ ସାଙ୍ଗ ମାନଙ୍କୁ ହଇରାଣ କରିବା ପାଇଁ ଅଲ୍ଲୀ ଏହି ଗୁଜବ ପ୍ରଚାର କରିଥିଲେ । ପୋଲିସ୍‌ ମାମୁଦ ଅଲ୍ଲୀଙ୍କୁ ଗିରଫ କରିବା ପରେ ସେ ସାଧାରଣ ଲୋକଙ୍କୁ ନୁହେଁ ବରଂ ନିଜ ସାଙ୍ଗ ମାନଙ୍କ ପାଇଁ କରିଥିଲେ ବୋଲି ପ୍ରକାଶ କରିଛନ୍ତି । ସେ ସଂଖ୍ୟାଲଘୁ ସମ୍ପ୍ରଦାୟର ହୋଇଥିବାରୁ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ବୋଲି ମାମୁଦ ପ୍ରକାଶ କରିଛନ୍ତି । (ଏଜେନ୍ସି)

corona westbengal
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୬ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହେବେ ଆଶ୍ଚର୍ଯ୍ୟ

September 6, 2026

ପୁଣି ପାକିସ୍ତାନକୁ ଧୁଳି ଚଟାଇଲା ଭାରତ: ଟି-୨୦ ମହିଳା ଏସିଆ କପ୍ ରେ ଚମତ୍କାର ବିଜୟ

September 5, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026
Latest News

ରାଶିଫଳ: ସେପ୍ଟେମ୍ବର ୬ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହେବେ ଆଶ୍ଚର୍ଯ୍ୟ

September 6, 2026

ପୁଣି ପାକିସ୍ତାନକୁ ଧୁଳି ଚଟାଇଲା ଭାରତ: ଟି-୨୦ ମହିଳା ଏସିଆ କପ୍ ରେ ଚମତ୍କାର ବିଜୟ

September 5, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.