Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କୁଜଙ୍ଗରେ ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ : ପୋଲିସର ତଦନ୍ତ ଜାରି
ଅପରାଧ

କୁଜଙ୍ଗରେ ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ : ପୋଲିସର ତଦନ୍ତ ଜାରି

March 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ : କୁଜଙ୍ଗ ଥାନା ଅନ୍ତର୍ଗତ ଜୟଶଙ୍ଖପୁର ଗ୍ରାମରେ ଜନୈକା ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ କରାଯାଇଛି । ଖରାବେଳେ ମହିଳା ଜଣଙ୍କ ଘରେ ଶୋଇଥିବା ବେଳେ ସ୍ଥାନୀୟ ଗ୍ରାମର ଜଣେ ଯୁବକ ଦୁଷ୍କର୍ମ ଉଦ୍ୟମ କରିଥିଲେ । ଏନେଇ କୁଜଙ୍ଗ ଥାନାରେ ଏକ ମାମଲା ରୁଜୁ କରାଯାଇଥିବା ବେଳେ ଥାନାଧିକାରୀ ଦିଲ୍ଲୀପ କୁମାର ସାହୁ ଏହି ମାମଲାର ତଦନ୍ତ କରୁଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, କୁଜଙ୍ଗ ଥାନା ଜୟଶଙ୍ଖପୁର ଗ୍ରାମର ରଶ୍ମୀ(ଛଦ୍ମନାମ) ମଧ୍ୟାହ୍ନରେ ଘରେ ଶୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ କୁନା ବେହେରା ଘରକୁ ପଶି ଆସିଥିଲେ । କବାଟ ବନ୍ଦ କରି ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିଲେ । ମହିଳାଙ୍କ ପାଟି ଶୁଣି ଅନ୍ୟମାନେ ଆସିବାରୁ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ଏହି ଘଟଣାକୁ କାହା ଆଗରେ ପ୍ରକାଶ କଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ । ଅଭିଯୁକ୍ତ ମହିଳାଙ୍କ ଦୁଇଟି କାନଫୁଲ ନେଇଥିବା ନେଇ ମଧ୍ୟ ଅଭିଯୋଗ କରାଯାଇଛି । ଅଭିଯୁକ୍ତ ଜଣକ ଫେରାର ଥିବା ବେଳେ ପୋଲିସ୍‌ ପକ୍ଷରୁ ମାମଲାର ତଦନ୍ତ ଜାରି ରହିଛି ।

rape
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026
Latest News

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.