Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ଏବଂ ୪ ଭରି ସୁନା ଚୋରି
ଅପରାଧ

ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ଏବଂ ୪ ଭରି ସୁନା ଚୋରି

March 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: ସଦରଥାନା ତଥା ନିମଖଣ୍ଡି ଫାଣ୍ଡି ଅନ୍ତର୍ଗତ ଶକ୍ତିନଗର ଅଂଚଳରେ ବର୍ତ୍ତମାନ ଚୋରିସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଚୋରମାନେ ଏହି ଅଂଚଳକୁ ଅତି ସୁରକ୍ଷିତ ମନେ କରିଛନ୍ତି। ଚୋରମାନେ ମୁଖ୍ୟତଃ ଯେଉଁ ଘରେ ତାଲା ପଡ଼ିଛି କିମ୍ବା ଯେଉଁ ଘର ଲୋକମାନେ ବହୁଦିନ ହେଲା ଅନୁପସ୍ଥିତ ଅଛନ୍ତି ତାକୁ ଟାର୍ଗେଟ କରୁଥିବାବେଳେ ପୂର୍ବ ଚୋରିଗୁଡ଼ିକ ଧରିବାରେ ପୋଲିସ୍ ଫେଲ୍ ମାରିଥିବାରୁ ଏଭଳି ଚୋରି ସଂଖ୍ୟା ବଢ଼ିବାରେ ଲାଗିଛି ।

ଘଟଣାରୁ ପ୍ରକାଶ ଯେ ସହର ଉପଖଣ୍ଠ ଶକ୍ତିନଗର ଷଷ୍ଠ ଲେନ୍‌ର ବିଷ୍ଣୁପ୍ରିୟା ପ୍ରୀତି ନିଜ ଦେହ ଖରାପ ଥିବାରୁ ଝିଅ ଘର ଭୁବନେଶ୍ୱରକୁ ଗତ ଶିବରାତ୍ରିଠାରୁ ଚାଲିଯାଇଥିଲେ । ଘରେ ଅନ୍ୟ କେହି ନଥିବାବେଳେ ପୁଅମାନେ ବାହାର ରାଜ୍ୟରେ ରହୁଛନ୍ତି । ଚୋରମାନେ ଏହାର ସୁଯୋଗ ଦେଇ ଗତରାତିରେ ଘରର କବାଟର ତାଲା ଭାଙ୍ଗି ଘର ମଧ୍ୟରେ ପ୍ରବେଶ କରି ୪ ଭରି ସୁନା ଅଳଙ୍କାର ସହ ଲକ୍ଷାଧିକ ନଗଦ ଟଙ୍କା ଲୁଟି ନେଇଛନ୍ତି । ସକାଳୁ ସାହି ପଡ଼ିଶା ତାଲା ଭଙ୍ଗାଯାଇଥିବା ଦେଖି ତାଙ୍କୁ ଫୋନ୍ ଯୋଗେ ଜଣାଇଥିଲେ । ଖବରପାଇ ନିମଖଣ୍ଡି ଫାଣ୍ଡି ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025

ଦୁଇଟି ଭୋଟର କାର୍ଡ ରଖିବା ପାଇଁ ଏହି ଦଣ୍ଡ ହୋଇପାରେ, ଜାଣନ୍ତୁ ଏ ସମ୍ପର୍କରେ ନିୟମ କ’ଣ?

August 4, 2025

ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ମାଧ୍ୟମିକ ଶିକ୍ଷା ପରିଷଦ ଉପସଭାପତି ଗିରଫ

August 4, 2025

ଆଜି ରାତିରେ ଆସିବ ବଳଙ୍ଗା ପିଡିତାଙ୍କ ମୃତ ଦେହ, ବିମାନ ବନ୍ଦରରେ ପୋଲିସ ଛାଉଁଣି

August 3, 2025
Latest News

ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଲା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’: ଧର୍ମେନ୍ଦ୍ର ପ୍ରଧାନ

August 4, 2025

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.