Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କରୋନା ଆକ୍ରାନ୍ତରେ ରୋଗୀଙ୍କ ମୃତ୍ୟୁ ପରେ, ଡାକ୍ତରଙ୍କୁ ମାଡ ମାରିଲେ ରୋଗୀଙ୍କ ସମ୍ପର୍କୀୟ
ଅପରାଧ

କରୋନା ଆକ୍ରାନ୍ତରେ ରୋଗୀଙ୍କ ମୃତ୍ୟୁ ପରେ, ଡାକ୍ତରଙ୍କୁ ମାଡ ମାରିଲେ ରୋଗୀଙ୍କ ସମ୍ପର୍କୀୟ

April 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ : ହାଇଦ୍ରାବାଦଠାରେ କୋଭିଡ-19 ଯୋଗୁଁ ଜଣେ ରୋଗୀର ମୃତ୍ୟୁ ହେବା ପରେ ତାଙ୍କ ପରିଜନମାନେ ହଙ୍ଗାମା କରିଛନ୍ତି । ରୋଗୀଙ୍କ ଗାନ୍ଧି ହସ୍ପିଟାଲରେ ଚିକିତ୍ସା ଚାଲିଥିବାବେଳେ ରୋଗୀଙ୍କ ମୃତ୍ୟୁ ଘଟିଥିଲା । ଏହାପରେ ରୋଗୀଙ୍କ ପରିଜନମାନେ ଡାକ୍ତର ଉପରେ ଆକ୍ରମର କରିଛନ୍ତି ।

ହାଇଦ୍ରାବାଦ ମେଡ଼ିକାଲ କଲେଜ ହସ୍ପିଟାଲ୍‌ରେ ଆଠ ମହଲା ଉପରେ ଥିବା ଆଇସୋଲେସନ୍‌ ଓ୍ବାର୍ଡରେ ଚିକିତ୍ସାଧୀନ ଥିବା ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଯିବା ପରେ ସେଠାରେ ପରିବେଶ ବେଶ୍‌ ଉତ୍ତେଜନାମୟ ହୋଇପଡିଛି ।

ମିଳିଥିବା ସୂଚନା ଅନୁସାରେ ଡାକ୍ତରଙ୍କ ଆକ୍ରମଣ କରିଥିବା ବ୍ୟକ୍ତିଙ୍କ ଠାରେ ମଧ୍ୟ କରୋନା ପଜିଟିଭି ମିଳିଛି । ତାଙ୍କର ଚିକିତ୍ସା ମଧ୍ୟ ସେହି ହସ୍ପିଟାଲରେ ଚାଲିଛି । ବ୍ୟକ୍ତିଜଣକ ନିଜ ଭାଇଙ୍କ ମୃତ୍ୟୁ ପରେ ଡାକ୍ତର ଉପରେ ଆକ୍ରମଣ କରିଥିଲେ । ମୃତକଙ୍କ ବୟସ 56 ବର୍ଷ ହୋଇଥିବାବେଳେ କରେନା ପଜିଟିଭିରହିଥିଲେ । ରୋଗୀଙ୍କ ମୃତ୍ୟୁ ପରେ ତାଙ୍କ ସମ୍ପର୍କୀୟ ଅର୍ଥାତ୍‌ ମୃତକଙ୍କ ଭାଇ ରାଗରେ ଡାକ୍ତରଙ୍କୁ ଆକ୍ରମଣ କରିବା ସହିତ ଝରକାର କାଚ ସବୁ ଭାଙ୍ଗି ଦେଇଥିଲେ ।

ଏହାପରେ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ । ରାଜ୍ୟର ସ୍ବାସ୍ଥ୍ୟ ମନ୍ତ୍ରୀ ଏହି ଘଟଣାକୁ ନିନ୍ଦା କରିବା ସହିତ ଦୋଷୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଡାକ୍ତର ଓ ଚିକିତ୍ସା କର୍ମୀଙ୍କ ସୁରକ୍ଷାକୁ ସମ୍ପୂର୍ଣ୍ଣ ରୂପେ କଡାକଡି କରିବା ପାଇଁ ପୋଲିସ୍‌ କହିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଅବକାରୀ ଶୁଳ୍କ ହ୍ରାସ ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

March 27, 2026

“ହର୍ମୁଜ୍ ପଥ ଦେଇ ଭାରତ ଆସୁଛି ଆଉ ଚାରୋଟି ଏଲପିଜି ଜାହାଜ”: ବୈଦେଶିକ ମନ୍ତ୍ରଣାଳୟ

March 27, 2026

ଓଡ଼ିଶା ପାଇଁ ରେଳବାଇ ସମ୍ପର୍କରେ ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରଶ୍ନ: ଉତ୍ତର ଦେଲେ ରେଳମନ୍ତ୍ରୀ

March 27, 2026

ପୁଣି ଥରେ ରୁଷଠାରୁ ଏସ-୪୦୦ ପ୍ରତିରକ୍ଷା ପ୍ରଣାଳୀ କିଣିବ ଭାରତ: ଅନୁମୋଦନ କଲା DAC

March 27, 2026
Latest News

ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଅବକାରୀ ଶୁଳ୍କ ହ୍ରାସ ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

March 27, 2026

“ହର୍ମୁଜ୍ ପଥ ଦେଇ ଭାରତ ଆସୁଛି ଆଉ ଚାରୋଟି ଏଲପିଜି ଜାହାଜ”: ବୈଦେଶିକ ମନ୍ତ୍ରଣାଳୟ

March 27, 2026

ଓଡ଼ିଶା ପାଇଁ ରେଳବାଇ ସମ୍ପର୍କରେ ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରଶ୍ନ: ଉତ୍ତର ଦେଲେ ରେଳମନ୍ତ୍ରୀ

March 27, 2026

ପୁଣି ଥରେ ରୁଷଠାରୁ ଏସ-୪୦୦ ପ୍ରତିରକ୍ଷା ପ୍ରଣାଳୀ କିଣିବ ଭାରତ: ଅନୁମୋଦନ କଲା DAC

March 27, 2026

ତିନି ଦିନ ମଧ୍ୟରେ ଲଗାତାର ତୃତୀୟ ଥର ପାଇଁ ଦିଲ୍ଲୀ ବିଧାନସଭାକୁ ବୋମା ଧମକ

March 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.