Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଅଜଣା ଲୋକଙ୍କ ଗୁଳିମାଡ଼ରେ ବାପ-ପୁଅ ମୃତ
ଅପରାଧ

ଅଜଣା ଲୋକଙ୍କ ଗୁଳିମାଡ଼ରେ ବାପ-ପୁଅ ମୃତ

April 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୁଳି କରି ହତ୍ୟା
କାନାଡାରେ ଆଉ ଜଣେ ଭାରତୀୟକୁ ଗୁଳି କରି ହତ୍ୟା, ଅଭିଯୁକ୍ତ ଫେରାର

 ଉତ୍ତରପ୍ରଦେଶ: କରୋନା ମହାମାରୀକୁ ନେଇ ସମଗ୍ର ଦେଶରେ ଲକ ଡାଉନ ଚାଲିଥିବା ବେଳେ ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଜଣା ଲୋକଙ୍କ ଗୁଳିମାଡ଼ରେ ବାପ-ପୁଅ ମୃତ ହୋଇଥିବା ଖବର ହସ୍ତଗତ ହୋଇଛି। ଉଭୟ ବାପ ପୁଅ ଧାନ କିଣିବାକୁ ଯାଉଥିବା ସମୟରେ ଏହି ଆକ୍ରମଣ ହୋଇଥିଲା।

ଉତ୍ତରପ୍ରଦେଶର ଫାରଦାନା ପୋଲିସ ଷ୍ଟେସନ ଅନ୍ତର୍ଗତ ମାନକିପୁରା ଗ୍ରାମରେ ଅଜଣା ଲୋକଙ୍କ ଦ୍ଵାରା ଏହି ଆକ୍ରମଣର ଶିକାର ହୋଇଥିଲେ ବାପ-ପୁଅ।

ପୋଲିସର ସୂଚନାନୁସାରେ, ରମେଶ ଶୁକ୍ଲା(୪୮), ତାଙ୍କ ପୁଅ ଭୋଳୁ ଶୁକ୍ଲା(୨୮) ଜଣେ ସାଙ୍ଗଙ୍କ ସହ ମାନକିପୁରା ଗ୍ରାମରେ ଧାନ କିଣିବାକୁ ଯାଉଥିବାବେଳେ ଅଜ୍ଞାତ ବ୍ୟକ୍ତିମାନେ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଆକ୍ରମଣକାରୀମାନେ ମଧ୍ୟ ଗୁଳି ଚଳାଇବା ପରେ ଭୋଳୁଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଫଳରେ ଭୋଳୁଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ବାପା ରମେଶଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାର ଫରଦାନା ଥାନା ଅଧିକାରୀ ବିମଲ ଗୌତମ କହିଛନ୍ତି, “ମୃତ ବ୍ୟକ୍ତିଙ୍କ ସହିତ ଆକ୍ରମଣକାରୀଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ଥିଲା ବୋଲି ସନ୍ଦେହ କରାଯାଉଛି। ଏହା ପୂର୍ବରୁ ମୃତ ରମେଶଙ୍କ ଉପରେ ମଧ୍ୟ ହତ୍ୟା ଅଭିଯୋଗ ହୋଇଥିଲା, କିନ୍ତୁ ସେ ନିର୍ଦ୍ଦୋଷରେ ଖଲାସ ହୋଇଥିଲେ।” (ଏଜେନ୍ସି)

dead father shoot son
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ: ୧୨ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

April 22, 2026

ବଢିଲା ଆମେରିକା – ଇରାନ ଅସ୍ତ୍ରବିରତି

April 22, 2026

କେତେ ସମୟ ଚାଲିବା ଭଲ, ଜାଣନ୍ତୁ ଶରୀର ଉପରେ ଚାଲିବା ସମୟ କିପରି ପ୍ରଭାବ ପକାଏ ?

April 22, 2026

ସକାଳୁ ସକାଳୁ ଗୋଇଠିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି କି ? ଅଣଦେଖା କରନ୍ତୁ ନାହିଁ , ହୋଇପାରେ ବଡ ସମସ୍ୟା

April 22, 2026
Latest News

ଆଜି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ: ୧୨ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

April 22, 2026

ବଢିଲା ଆମେରିକା – ଇରାନ ଅସ୍ତ୍ରବିରତି

April 22, 2026

କେତେ ସମୟ ଚାଲିବା ଭଲ, ଜାଣନ୍ତୁ ଶରୀର ଉପରେ ଚାଲିବା ସମୟ କିପରି ପ୍ରଭାବ ପକାଏ ?

April 22, 2026

ସକାଳୁ ସକାଳୁ ଗୋଇଠିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି କି ? ଅଣଦେଖା କରନ୍ତୁ ନାହିଁ , ହୋଇପାରେ ବଡ ସମସ୍ୟା

April 22, 2026

୨୨ ଏପ୍ରିଲରେ ଧନୁ ଏବଂ କନ୍ୟା ରାଶି ପାଇଁ ବଡ଼ ଲାଭ, ପଦୋନ୍ନତିର ସଙ୍କେତ!

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.