Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»13 ବର୍ଷୀୟ ନାବାଳିକାକୁ ଗଣଦୁଷ୍କର୍ମ : ଦୁଇ ଅଭିଯୁକ୍ତ ଗିରଫ
ଅପରାଧ

13 ବର୍ଷୀୟ ନାବାଳିକାକୁ ଗଣଦୁଷ୍କର୍ମ : ଦୁଇ ଅଭିଯୁକ୍ତ ଗିରଫ

April 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : ଲକ୍‌ଡାଉନ୍‌ ସମୟରେ ମଧ୍ୟ ଦେଶରେ ମହିଳା ସୁରକ୍ଷିତ ନୁହନ୍ତି । ଉତ୍ତରପ୍ରଦେଶରେ ପୁଣି ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯିବା ସହିତ ଏହାର ଭିଡିଓ ସୁଟିଂ କରାଯାଇଛି । ପୋଲିସ୍‌ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଚାରି ଅଭିଯୁକ୍ତ ଫେରାର ଅଛନ୍ତି ।

ଉତ୍ତର ପ୍ରଦେଶର ସୀତାପୁରରେ ବୁଧବାର ରାତିରେ ଏହି ଲଜ୍ଜାଜନକ ଘଟଣା ଘଟିଛି । 13 ବର୍ଷୀୟା ବାଳିକା ଜଣକ ଶୌଚ ହେବା ପାଇଁ ଯାଇଥିବା ସମୟରେ 6 ଜଣ ଅଭିଯୁକ୍ତ ନାବାଳିକାକୁ ଉଠାଇ ନେଇଥିଲେ । ଦୁଇ ଜଣ ଦୁଷ୍କର୍ମ କରିଥିବା ବେଳେ ଅନ୍ୟମାନେ ଘଟଣାର ଭିଡିଓ ପ୍ରସ୍ତୁତ କରିଥିଲେ । ଏହି ଘଟଣା ସମ୍ପର୍କରେ କାହାକୁ ଜଣାଇଲେ ଭିଡିଓ ଭାଇରାଲ୍‌ କରିବା ପାଇଁ ଅଭିଯୁକ୍ତ ମାନେ ଧମକ ଦେଇଥିଲେ । ପରିବାର ଲୋକଙ୍କ ଅଭିଯୋଗ ପରେ ପୋଲିସ୍‌ 2 ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଚାରି ଜଣ ଫେରାର ଅଛନ୍ତି । (ଏଜେନ୍ସି)

Lockdown rape up
Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.