Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଉତ୍ତରପ୍ରଦେଶର ଏଟା ଅଞ୍ଚଳର ଏକ ବନ୍ଦ ଘରୁ ପାଞ୍ଚ ମୃତଦେହ ଉଦ୍ଧାର
ଅପରାଧ

ଉତ୍ତରପ୍ରଦେଶର ଏଟା ଅଞ୍ଚଳର ଏକ ବନ୍ଦ ଘରୁ ପାଞ୍ଚ ମୃତଦେହ ଉଦ୍ଧାର

April 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
dead body found in rayagada
dead body found in rayagada

ଏଟା : ଉତ୍ତର ପ୍ରଦେଶର ଏଟା ଜିଲ୍ଲାର ନଗର କୋତବଲୀ କ୍ଷେତ୍ରର ଏକ ଘରୁ ପାଞ୍ଚ ଜଣଙ୍କର ମୃତଦେହ ମିଳିଛି । ମିଳିଥିବା ସୂଚନା ଅନୁସାରେ ଏକ କଲୋନୀର ବନ୍ଦ ଘରୁ ଦୁଇ ଛୁଆଙ୍କ ସମେତ ପାଞ୍ଚ ଜଣଙ୍କର ମୃତଦେହକୁ ପୋଲିସ୍‌ ଜବତ କରିଛି ।

ଏଟାର ଗୋଟିଏ ପରିବାରର ପାଞ୍ଚ ଜଣ ସଦସ୍ୟଙ୍କ ଶବ ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଏହି ଘଟଣାକୁ ନେଇ ଚର୍ଚ୍ଚା ଲାଗି ରହିଛି । ଏହି ମୃତଦେହ ମଧ୍ୟରେ ଦୁଇ ଶିଶୁଙ୍କ ସମେତ ଦୁଇ ମହିଳା ଓ ଜଣେ ପୁରୁଷ ରହିଛନ୍ତି । ପୋଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ଗେଟ୍‌ ଭାଙ୍ଗି ଘରେ ଭିତରେ ପଶି ଶବ ଉଦ୍ଧାର କରିବା ସହିତ ତଦନ୍ତ ଆରମ୍ଭ କରିଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

ସାରା ଦେଶରେ ଲକ୍ ଡାଉନ୍‌ ଜାରି ହୋଇଥିବାବେଳେ ସମେସ୍ତ ପ୍ରାୟ ଘରେ ଗୃହ ବନ୍ଦୀ ହୋଇ ରହିଛନ୍ତି । ଏପରି ସମୟରେ ଗୋଟିଏ ଘରୁ ପାଞ୍ଚ ଜଣଙ୍କ ମୃତଦେହ ମିଳିବାକୁ ନେଇ ଚର୍ଚ୍ଚା ଲାଗି ରହିଛି । ପୋଲିସ୍‌ ଏହି ଘଟଣାର କଡାକଡି ଯାଞ୍ଚ  ଆରମ୍ଭ କରିଛି । (ଏଜେନ୍ସି)

Lockdown
Share. Facebook Twitter LinkedIn Email WhatsApp Copy Link

Related Posts

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026
Latest News

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.