Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଲୁଟେରା ଗ୍ୟାଙ୍ଗ ଗିରଫ : ମୋବାଇଲ୍‌ ଓ କମ୍ପ୍ୟୁଟର ଜବତ
ଅପରାଧ

ଲୁଟେରା ଗ୍ୟାଙ୍ଗ ଗିରଫ : ମୋବାଇଲ୍‌ ଓ କମ୍ପ୍ୟୁଟର ଜବତ

May 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ଗଞ୍ଜାମ : ମୋହନା ପୋଲିସ୍‌କୁ ମିଳିଛି ବଡ ସଫଳତା । ବିଗତ ଦିନରେ ଏକ ମୋବାଇଲ୍‌ ଦୋକାନରୁ ଚୋରି କରିଥିବା ଏକ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିବାରେ ପୋଲିସ୍‌ ସକ୍ଷମ ହୋଇଛି । ଗଜପତି ଜିଲ୍ଲାର ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମରେ ଗତ 30ତାରିଖରେ ଏକ ମୋବାଇଲ ଦେକାନରୁ ଏବଂ ହାଇସ୍କୁଲରୁ ଚୋରି କରିଥିଲେ । ମୋବାଇଲ୍‌ ଦୋକାନରେ କଳକାକନା ବୁଲାଇବା ସହିତ ହାଇସ୍କୁଲ ପରିସରରୁ ଏକ କମ୍ପ୍ୟୁଟର ଚୋରି କରି ନେଇଥିଲେ । ଉଭୟ ବିଦ୍ୟାଳୟ କର୍ତ୍ତୃପକ୍ଷ ଓ ମୋବାଇଲ ଦୋକାନୀ ମୋହନା ଥାନାରେ ଅଭିଯୋଗ କରିଥିଲେ । ସିସିଟିଭି ଫୁଟେଜ୍‌ ଆଧାରରେ ମୋହନା ପୋଲିସ୍‌ ଚଢାଉ କରି ଲୁଟେରା ଗ୍ୟାଙ୍ଗକୁ ଗିରଫ କରି ସମସ୍ତ ମୋବାଇଲ ସହିତ କମ୍ପ୍ୟୁଟର ଜବତ କରିଛି । ଆର. ଉଦୟଗିରି ଏସ୍‌ଡିପିଓ ଅଶୋକ କୁମାର ମହାନ୍ତିଙ୍କ ନେତୃତ୍ବରେ ଏକ ଟିମ୍‌ ଚଢାଉ କରି ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲା ।

computer lootera mobile
Share. Facebook Twitter LinkedIn Email WhatsApp Copy Link

Related Posts

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Latest News

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.