Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»80 ବର୍ଷୀୟ ବୃଦ୍ଧଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଲେ ମହିଳା : ବୃଦ୍ଧଙ୍କ ପାଲଟା ଅଭିଯୋଗ
ଅପରାଧ

80 ବର୍ଷୀୟ ବୃଦ୍ଧଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଲେ ମହିଳା : ବୃଦ୍ଧଙ୍କ ପାଲଟା ଅଭିଯୋଗ

May 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ : ହାଇଦ୍ରାବାଦର ଜଣେ 80 ବର୍ଷୀୟ ବୃଦ୍ଧଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି ଜଣେ 22 ବର୍ଷୀୟ ମହିଳା । ତେବେ ଏହା ସହିତ ଉକ୍ତ ବ୍ୟକ୍ତି ଜଣକ ଉକ୍ତ ମହିଳାଙ୍କ ବିରୋଧରେ ଚୋରିର ଅଭିଯୋଗ ଆଣିଛନ୍ତି । ଘଟଣାଟି ଏହିପରିକି, ହାଇଦ୍ରାବାଦର ବଞ୍ଜାରା ହିଲ୍‌ସରେ ରହୁଥିବା ଉକ୍ତ 80 ବର୍ଷର ବୃଦ୍ଧଙ୍କ ଘରେ ରହୁଥିବା ଉକ୍ତ 22 ବର୍ଷୀୟା ମହିଳା ଜଣଙ୍କ ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି । ଏହା ସହିତ ତାଙ୍କର ମହଙ୍ଗା ଘଣ୍ଟା ଚୋରି କରିଥିବା ନେଇ ବୃଦ୍ଧ ଜଣକ ମହିଳା ଏବଂ ତାଙ୍କର ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ।

ବଞ୍ଜାରା ହିଲ୍‌ସ ଇନ୍ସପେକ୍ଟର କଳିଙ୍ଗ ରାଓଙ୍କ ଅନୁଯାୟୀ, ନିଜର ବିବାହ ବିଚ୍ଛେଦ ପରେ ନିଜର ପୁରୁଷ ବନ୍ଧୁଙ୍କ ସହିତ ମହିଳା ଜଣଙ୍କ ନିଜ ସମ୍ପର୍କୀୟଙ୍କ ଘରେ ରହୁଥିଲେ । ଏପ୍ରିଲ୍ 3 ତାରିଖରେ ବୃଦ୍ଧ ବ୍ୟକ୍ତି ଜଣକ ତାଙ୍କୁ ମଦ୍ୟପାନ କରିବାକୁ ଦେଇ ମଦ ନିଶାରେ ଦୁଷ୍କର୍ମ କରିଥିବା ନେଇ ମହିଳା ଜଣକ ଅଭିଯୋଗ କରିଛନ୍ତି ।

rape telangana
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026
Latest News

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026

ରାଜ୍ୟସଭା ନିର୍ବାଚନ: ମିଳୁ ନାହାଁନ୍ତି କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, କାରଣ ଦର୍ଶା ନୋଟିସ ଜାରୀ କଲା ଦଳ

March 15, 2026

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.