Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପରିବାରକୁ ହତ୍ୟା କରିବା ପରେ ସିଆରପିଏଫ୍‌ ଯବାନଙ୍କ ଆତ୍ମହତ୍ୟା
ଅପରାଧ

ପରିବାରକୁ ହତ୍ୟା କରିବା ପରେ ସିଆରପିଏଫ୍‌ ଯବାନଙ୍କ ଆତ୍ମହତ୍ୟା

May 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ଜଣେ ସିଆରପିଏଫ୍‌ ଯବାନ ନିଜ ପରିବାର ସଦସ୍ୟଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି । କେନ୍ଦ୍ରୀୟ ସୁରକ୍ଷା ବଳରେ ଡ୍ରାଇଭର ଭାବରେ କାର୍ଯ୍ୟ କରୁଥିବା ଏହି ଯବାନ ଜଣକ ନିଜ ପତ୍ନୀ ଏବଂ ଦୁଇ ପିଲାଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି । ଉକ୍ତ କନେଷ୍ଟବଳଙ୍କ ନାମ ବିନୋଦ କୁମାର ଯାଦବ(41) । ବିନୋଦ ନିଜ ପତ୍ନୀ ବିମଳା(36), ପୁଅ ସନ୍ଦୀପ(14) ଏବଂ ଝିଅ ସିମ୍‌ରନ୍‌ (12)କୁ ଗୁଳି କରି ହତ୍ୟା କରିବା ପରେ ନିଜେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ । ପଡିଲାରେ ନିଜ ବାସଭବନରେ ବିନୋଦ ଏହି କାଣ୍ଡ ଘଟାଇଛନ୍ତି । ସାମ୍ନା କ୍ବାର୍ଟରରେ ରହୁଥିବା ଜଣେ ମହିଳାଙ୍କୁ ନିଶାଗ୍ରସ୍ତ ଅବସ୍ଥାରେ ଅସଦାଚରଣ କରିବା ଅଭିଯୋଗରେ ବିନୋଦଙ୍କୁ ସମନ କରାଯାଇଥିଲା । ଆସନ୍ତା ଶୁକ୍ରବାର ତାଙ୍କୁ ହାଜର ହେବାକୁ ଥିବା ବେଳେ ସେ ମାନସିକ ଚାପରେ ଏପରି କରିଛନ୍ତି ବୋଲି ଏଡିଜି ପ୍ରେମ ପ୍ରକାଶ କହିଛନ୍ତି । (ଏଜେନ୍ସି)

crpf jawan suicide
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026

ଆମେରିକା-ଇରାନ ମଧ୍ୟରେ ୧୪-ସୂତ୍ରୀ ଚୁକ୍ତି; ହର୍ମୁଜ୍ ପ୍ରଣାଳୀ ପୁନଃ ଖୋଲିବାକୁ ସମ୍ମତି

June 18, 2026

ଅନୁଗୁଳରେ ଡବଲ ଏନକାଉଣ୍ଟର

June 18, 2026

ଖୋର୍ଦ୍ଧା: ସାମ୍ବାଦିକ ଓ ସାମାଜିକ ଗଣମାଧ୍ୟମ ପ୍ରବାହକ ସମ୍ମିଳନୀ ଅନୁଷ୍ଠିତ

June 18, 2026
Latest News

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026

ଆମେରିକା-ଇରାନ ମଧ୍ୟରେ ୧୪-ସୂତ୍ରୀ ଚୁକ୍ତି; ହର୍ମୁଜ୍ ପ୍ରଣାଳୀ ପୁନଃ ଖୋଲିବାକୁ ସମ୍ମତି

June 18, 2026

ଅନୁଗୁଳରେ ଡବଲ ଏନକାଉଣ୍ଟର

June 18, 2026

ବ୍ୟାଙ୍କ କାହିଁକି ବଢ଼ାଉଛି କ୍ରେଡିଟ୍ ଲିମିଟ୍, ଗ୍ରହଣ କରିବା ପୂର୍ବରୁ ଜାଣନ୍ତୁ ସମ୍ପୂର୍ଣ୍ଣ ସତ୍ୟ

June 18, 2026

ଖୋର୍ଦ୍ଧା: ସାମ୍ବାଦିକ ଓ ସାମାଜିକ ଗଣମାଧ୍ୟମ ପ୍ରବାହକ ସମ୍ମିଳନୀ ଅନୁଷ୍ଠିତ

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.