Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିହାରରେ ଲଜ୍ଜା : କ୍ବାରେଣ୍ଟିନ୍‌ ସେଣ୍ଟରରେ ମହିଳାଙ୍କୁ ଗଣଦୁଷ୍କର୍ମ
ଅପରାଧ

ବିହାରରେ ଲଜ୍ଜା : କ୍ବାରେଣ୍ଟିନ୍‌ ସେଣ୍ଟରରେ ମହିଳାଙ୍କୁ ଗଣଦୁଷ୍କର୍ମ

May 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟନା : ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରାଯାଇଥିବା ସମୟରେ ମଧ୍ୟ ମହିଳା ମାନେ ସୁରକ୍ଷିତ ନୁହନ୍ତି । ବିହାରର ଏକ କ୍ବାରେଣ୍ଟିନ୍‌ ସେଣ୍ଟରରେ ଏଭଳି ଏକ ଦୁଷ୍କର୍ମ ଘଟଣା ସମ୍ମୁଖକୁ ଆସିଛି । 18 ବର୍ଷୀୟ ଯୁବତୀ ଜଣକ କ୍ବାରେଣ୍ଟିନ୍‌ ସେଣ୍ଟର ବାହାରେ ବୁଲୁଥିବା ବେଳେ 6 ଜଣ ଯୁବକ ତାଙ୍କୁ ଗଣଦୁଷ୍କର୍ମ କରିଛନ୍ତି । ବିହାରର ରୋହତାସ୍‌ରେ ଏହି ଘଟଣା ଘଟିଛି । ବୁଧବାର ରାତିରେ ଏହି ଘଟଣା ଘଟିଥିଲା ।

6 ଯୁବକଙ୍କ ମଧ୍ୟରୁ ଦୁଇ ଜଣ କ୍ବାରେଣ୍ଟିନ୍‌ ସେଣ୍ଟରରେ ରହୁଥିବା ବେଳେ ନିଜ ଗ୍ରାମର ଅନ୍ୟ 4 ଜଣଙ୍କୁ ସେମାନେ ଫୋନ୍‌ କରି ଡକାଇଥିଲେ । ଛ ଅଭିଯୁକ୍ତ ବିଜୟ ଯାଦବ, ସୁରେଶ ଯାଦବ, ମୁକେଶ ଯାଦବ, ଚଞ୍ଚଲ ଯାଦବ, ଅମିତ ପାଶ୍ବାନ ଏବଂ ଚୁଲି ପାଶ୍ବାନଙ୍କୁ ଏହି ଘଟଣା ପରେ ଗିରଫ କରାଯାଇଥିବା ନେଇ ରୋହତାସ ଏସ୍‌ପି ସତ୍ୟବୀର ସିଂ ସୂଚନା ଦେଇଛନ୍ତି । ଡାକ୍ତରୀ ପରୀକ୍ଷା ପାଇଁ ଯୁବତୀଙ୍କୁ ସାସାରାମ ସଦର ହସ୍ପିଟାଲକୁ ପଠାଯାଇଛି । (ଏଜେନ୍ସି)

gangrape quarentine
Share. Facebook Twitter LinkedIn Email WhatsApp Copy Link

Related Posts

ଇତିହାସ ରଚିଲେ ଓଡ଼ିଶାର ଝିଅ: ‘ଇଣ୍ଡିଆନ୍ ଆଇଡଲ୍ ୧୬’ ଜିତିଲେ ଜ୍ୟୋତିର୍ମୟୀ ନାୟକ

July 27, 2026

୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ୱର୍ଣ୍ଣ: ଇତିହାସ ରଚିଲେ ମୀରାବାଇ ଚାନୁ 

July 26, 2026

ପୁଣି ଟି-୨୦ରେ ଭାରତ ନମ୍ବର ୧: ଜିମ୍ବାୱେକୁ କ୍ଲିନ୍ ସୁଇପ୍ କଲା ଟିମ ଇଣ୍ଡିଆ

July 26, 2026

ନୂତନ ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ: ପେପର ଲିକ୍ ସମ୍ପର୍କରେ ନେଲେ ଆଉ ଏକ ବଡ଼ ପଦକ୍ଷେପ

July 26, 2026
Latest News

ଇତିହାସ ରଚିଲେ ଓଡ଼ିଶାର ଝିଅ: ‘ଇଣ୍ଡିଆନ୍ ଆଇଡଲ୍ ୧୬’ ଜିତିଲେ ଜ୍ୟୋତିର୍ମୟୀ ନାୟକ

July 27, 2026

୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ୱର୍ଣ୍ଣ: ଇତିହାସ ରଚିଲେ ମୀରାବାଇ ଚାନୁ 

July 26, 2026

ପୁଣି ଟି-୨୦ରେ ଭାରତ ନମ୍ବର ୧: ଜିମ୍ବାୱେକୁ କ୍ଲିନ୍ ସୁଇପ୍ କଲା ଟିମ ଇଣ୍ଡିଆ

July 26, 2026

ନୂତନ ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ: ପେପର ଲିକ୍ ସମ୍ପର୍କରେ ନେଲେ ଆଉ ଏକ ବଡ଼ ପଦକ୍ଷେପ

July 26, 2026

୧୩ ଦିନ ପରେ ଆକ୍ରମଣ ବନ୍ଦ କଲା ଆମେରିକା!: ଜାଣନ୍ତୁ କାହିଁକି ଏଭଳି ନିଷ୍ପତ୍ତି ନେଲେ ଟ୍ରମ୍ଫ?

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.