Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପେଟିଏମ୍‌ ଜରିଆରେ ଲୁଟିନେଲେ 35000 ଟଙ୍କା : ଥାନାରେ ଅଭିଯୋଗ
ଅପରାଧ

ପେଟିଏମ୍‌ ଜରିଆରେ ଲୁଟିନେଲେ 35000 ଟଙ୍କା : ଥାନାରେ ଅଭିଯୋଗ

June 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗୁରୁପଦ ବେରା
କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ଥାନା ଅନ୍ତର୍ଗତ ଗୋଜବନ୍ଧ ଗ୍ରାମର ଶାନ୍ତିଲତା ସ୍ୱାଇଁଙ୍କ ଆକାଉଣ୍ଟକୁ ପେଟିଏମ୍ ଜରିଆରେ କଳାକନା ବୁଲାଇଛନ୍ତି ଲୁଟେରା । ମୋବାଇଲ୍ ଫୋନରେ ଥିବା ପେଟିଏମରୁ 35 ହଜାରରୁ ଅଧିକ ଟଙ୍କା ଲୁଟ୍ ହୋଇଛି । ଶାନ୍ତିଲତାଙ୍କ କହିବା କଥା ଅନୁଯାୟୀ, କିଛି ଦିନ ପୂର୍ବେ ସେହି ଗ୍ରାମର ଯୁବକ ଶ୍ରୀମନ୍ତ କୁମାର ସ୍ୱାଇଁ ତାଙ୍କ ଘରୁ ମୋବାଇଲ୍ ନେଇ ତାଙ୍କ ଆକାଉଣ୍ଟରୁ ସମସ୍ତ ଟଙ୍କା ଲୁଟି ନେଇଛନ୍ତି । ଏହି ଟଙ୍କା ଚୋରି ମାମଲାକୁ ନେଇ ଶାନ୍ତିଲତା ମହାକାଳପଡ଼ା ଥାନାରେ ଅଭିଯୋଗ କରିଛନ୍ତି । ମହାକାଳପଡ଼ା ଥାନା ଅଧିକାରୀ ଏତଲା ଗ୍ରହଣ କରିବା ସହିତ ଖୁବ୍ ଶୀଘ୍ର ତଦନ୍ତ କରି ଦୋଷୀ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନର ପ୍ରତିଶ୍ରୁତି ଦେଇଛନ୍ତି । ଥାନାଧିକାରୀ ମନୋରଞ୍ଜନ ଚୌଧୁରୀ ଏହି ମାମଲାର ତଦନ୍ତ କରୁଛନ୍ତି ।

paytm
Share. Facebook Twitter LinkedIn Email WhatsApp Copy Link

Related Posts

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026

କ୍ଷୁଦ୍ର ଜଳବିଦ୍ୟୁତ କ୍ଷେତ୍ରରେ ନୂଆ ପୁଞ୍ଜିନିବେଶ ଆଣିବା ପାଇଁ ଗୁରୁତ୍ୱ ଦେଲେ ଉପ-ମୁଖ୍ୟମନ୍ତ୍ରୀ

September 12, 2026

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026
Latest News

ଇତିହାସରେ ପ୍ରଥମ : ପ୍ରଥମ ଥର ନିଜ ମାଟିରେ ଅତିଥି ଡ୍ରେସିଂ ରୁମ୍‌ରେ ରହିବ ଇଣ୍ଡିଆ

September 12, 2026

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026

କ୍ଷୁଦ୍ର ଜଳବିଦ୍ୟୁତ କ୍ଷେତ୍ରରେ ନୂଆ ପୁଞ୍ଜିନିବେଶ ଆଣିବା ପାଇଁ ଗୁରୁତ୍ୱ ଦେଲେ ଉପ-ମୁଖ୍ୟମନ୍ତ୍ରୀ

September 12, 2026

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.