Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମଦ୍ୟପ ପୁଅର ଉନ୍ମତ୍ତକାଣ୍ଡ : ନିଶାରେ ଘରେ ନିଆଁ ଲଗାଇ ଫେରାର
ଅପରାଧ

ମଦ୍ୟପ ପୁଅର ଉନ୍ମତ୍ତକାଣ୍ଡ : ନିଶାରେ ଘରେ ନିଆଁ ଲଗାଇ ଫେରାର

June 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ମଦ କାରଣରରୁ ଅନେକ ସ୍ଥାନରେ ସାମାଜିକ ବିଶୃଙ୍ଖଳା ଦେଖା ଦେଉଛି ତ କେଉଁଠି ପାରିବାରିକ ଝଗଡା । ଏପରି ଏକ ଘଟଣାର ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ରେଢାଖୋଲରେ । ରେଢାଖୋଲର ଲୁହାପଙ୍କ ଗ୍ରାମରେ ଏକ ଅଭବାନୀୟ ଘଟଣା ଘଟିଛି । ମଦ ନିଶାରେ ଚୁର ପୁଅ ନିଜ ଘରେ ନିଆଁ ଲଗାଇ କେଉଁ ଆଡେ ଫେରାର ହୋଇଯାଇଛି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରେଢାଖୋଲ ଥାନା ଲୁହାପଙ୍କ ପଂଚାୟତର ଗାଡୁମୁଣ୍ଡା ଗ୍ରାମରେ ।

ଶନିବାର ସନ୍ଧ୍ୟାରେ ଗ୍ରାମର ବଲ୍ଲଭ ପ୍ରଧାନଙ୍କ ପୁଅ ବନ୍ଧୁଆ ପ୍ରଧାନ (୩୩) ଅତ୍ୟଧିକ ମଦ୍ୟପାନ କରି ବାପା ମାଙ୍କୁ ଗାଳି ଗୁଲଜ ଦେବା ସହ , ଘରେ ନିଆଁ ଲଗାଇ ସେଠାରୁ ଫେରାର ହୋଇଯାଇଛି । ଘରେ ନିଆଁ ଲାଗିବା ପରେ ସୌଭାଗ୍ୟ ବଶତଃ ବାପା ମା ଘର ଭିତରୁ ବାହାରକୁ ଆସିବାରେ ସକ୍ଷମ ହୋଇଥିଲେ । ପୁଅର ଏପରି କାର୍ଯ୍ୟରେ ବାପା ମା ଭୟଭୀତ ହୋଇଯାଇଥିଲେ । ମଦୁଆ ପୁଅକୁ କିଛି ବି କହିବାକୁ ସାହାସ ବାନ୍ଧି ପାରି ନ ଥିଲେ । ରେଢାଖୋଲରୁ ଦମକଳ ଗାଡି ଯାଇ ନିଆଁକୁ ଆୟତ କରିଥିଲା । ବହୁ ଜିନିଷ ପତ୍ର ନିଆଁରେ ଜଳିପୋଡି ନଷ୍ଟ ହୋଇଯାଇଥିଲା । ବାପା ବଲ୍ଲଭ ପ୍ରଧାନ ପୁଅ ନାଁରେ ରେଢାଖୋଲ ଥାନାରେ ଲିଖିତ ଅଭିଯୋଗ କରିଥିବା ରେଢାଖୋଲ ଥାନାଧିକାରୀ ସୂତ୍ରରୁ ପ୍ରକାଶ । କ୍ଷତିଗ୍ରସ୍ତ ପରିବାରକୁ ସରକାରଙ୍କ ତରଫରୁ କ୍ଷତିପୁରଣ ଦେବାକୁ ଦାବି ହେଉଛି ।

fire liquor rairakhol
Share. Facebook Twitter LinkedIn Email WhatsApp Copy Link

Related Posts

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.