Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»4 ମହଲା ଉପରୁ ଶିଶୁକୁ ଫୋପାଡି ହତ୍ୟା କଲା ଜହ୍ଲାଦ
ଅପରାଧ

4 ମହଲା ଉପରୁ ଶିଶୁକୁ ଫୋପାଡି ହତ୍ୟା କଲା ଜହ୍ଲାଦ

June 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା : ରବିବାର କୋଲକାତାରେ ଏକ ଅଭାବନୀୟ ଘଟଣା ଘଟିଛି । ଜମିବାଡି ବିବାଦକୁ ନେଇ ଦୁଇ ଶିଶୁଙ୍କୁ 4 ମହଲାରୁ ତଳକୁ ଫିଙ୍ଗି ଦେଇଥିଲା ଜନୈକ 55 ବର୍ଷୀୟ ବ୍ୟକ୍ତି । ଘଟଣା ସ୍ଥଳରେ ଦୁଇ ବର୍ଷର ଶିଶୁ ପ୍ରାଣ ହରାଇଥିବା ବେଳେ 6 ବର୍ଷର ଶିଶୁଟି ଗୁରୁତର ଭାବରେ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛି ।

ଶିବ କୁମାର ଗୁପ୍ତା ନାମକ ଏହି 55 ବର୍ଷୀୟ ବ୍ୟକ୍ତିଙ୍କର ଦୁଇ ଶିଶୁଙ୍କ ପିତା ସହିତ କିଛି ଜମି ଜମା ସମସ୍ୟା ରହିଥିଲା । ଏଥିରେ ଉତ୍‌କ୍ଷିପ୍ତ ଶିବ ଗୁପ୍ତା 4 ମହଲା ଉପରୁ ଦୁଇ ଶିଶୁଙ୍କୁ ଫିଙ୍ଗି ଦେଇଥିଲେ । କିଛି ଦିନ ପୂର୍ବରୁ ମଧ୍ୟ ଗୁପ୍ତାଙ୍କର ଝଗଡା ହୋଇଥିଲା । ରବିବାର ରାତିରେ ଦୁଇ ଶିଶୁ ଖେଳୁଥିବା ସମୟରେ ଉତ୍‌କ୍ଷିପ୍ତ ଗୁପ୍ତା ଉଭୟଙ୍କୁ ଛାତରୁ ତଳକୁ ଫିଙ୍ଗି ଦେଇଥିଲେ । ଦୁଇ ବର୍ଷର ଶିଶୁ ଘଟଣାସ୍ଥଳରେ ପ୍ରାଣ ହରାଇଥିବା ବେଳେ 6 ବର୍ଷର ଶିଶୁକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୋଲିସ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ପଚରା ଉଚୁରା ଜାରି ରଖିଛି । (ଏଜେନ୍ସି)

died
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଲଞ୍ଚ ହେବ ଓବେନ୍ ଇଲେକ୍ଟ୍ରିକ୍‌ର ନୂଆ ବାଇକ୍!: କମ ମୂଲ୍ୟରେ ମିଳିବ ଲମ୍ବା ରେଞ୍ଜ

April 30, 2026

ଆଜି ଘରୋଇ ଗ୍ରାଉଣ୍ଡରେ ଆରସିବି ବିରୋଧରେ ଲଢିବ ଗୁଜରାଟ: ଜାଣନ୍ତୁ ହେଡ୍-ଟୁ-ହେଡ୍ ରେକର୍ଡ

April 30, 2026

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026
Latest News

ଆଜି ଲଞ୍ଚ ହେବ ଓବେନ୍ ଇଲେକ୍ଟ୍ରିକ୍‌ର ନୂଆ ବାଇକ୍!: କମ ମୂଲ୍ୟରେ ମିଳିବ ଲମ୍ବା ରେଞ୍ଜ

April 30, 2026

ଆଜି ଘରୋଇ ଗ୍ରାଉଣ୍ଡରେ ଆରସିବି ବିରୋଧରେ ଲଢିବ ଗୁଜରାଟ: ଜାଣନ୍ତୁ ହେଡ୍-ଟୁ-ହେଡ୍ ରେକର୍ଡ

April 30, 2026

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.