Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଥ୍‌ରୁମ୍‌ ଭିଡିଓ ଲିକ୍ ପରେ‌ ନିଜକୁ ନିଆଁ ଲଗାଇଲେ ନାବାଳିକା : ଅଭିଯୁକ୍ତ ଗିରଫ
ଅପରାଧ

ବାଥ୍‌ରୁମ୍‌ ଭିଡିଓ ଲିକ୍ ପରେ‌ ନିଜକୁ ନିଆଁ ଲଗାଇଲେ ନାବାଳିକା : ଅଭିଯୁକ୍ତ ଗିରଫ

June 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭେଲୋର୍‌ : ଜଣେ ନାବାଳିକା ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଝିଅଟି ଗାଧୋଇବା ସମୟର ଭିଡିଓ ଲିକ୍‌ ହେବାରୁ ନାବାଳିକା ଜଣକ ଏହି ରାସ୍ତା ଆପଣାଇଥିଲେ । 15 ବର୍ଷୀୟା ଝିଅଟି ଗାଧୋଉଥିବା ସମୟର ଭିଡିଓ ଉତ୍ତୋଳନ କରି 3 ପଡୋଶୀ ଯୁବକ ଶାରୀରିକ ସମ୍ପର୍କ ସ୍ଥାପନ କରିବାକୁ ଚେଷ୍ଟା କରୁଥିଲେ । ଏଥିରେ ମର୍ମାହତ ନାବାଳିକା ଜଣକ ଆତ୍ମହତ୍ୟାର ରାସ୍ତା ବାଛି ନେବା ସହିତ ନିଜ ଦେହରେ ନିଆଁ ଲଗାଇ ଦେଇଥିଲା ।

ନାବାଳିକାର ଶରୀରର 90 ପ୍ରତିଶତ ପୋଡି ଯାଇଥିବା ବେଳେ ଅବସ୍ଥା ଗୁରୁତର ରହିଥିବା ଡାକ୍ତର ପ୍ରକାଶ କରିଛନ୍ତି । ନାବାଳିକାର ବୟାନ ଅନୁଯାୟୀ ପୋଲିସ୍‌ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି । ଉଲ୍ଲେଖଯୋଗ୍ୟ ଯେ, ଗିରଫ ତିନି ଜଣଙ୍କ ମଧ୍ୟରେ ଜଣେ ନାବାଳକ ମଧ୍ୟ ରହିଛି । ଭିଡିଓକୁ ସୋସିଆଲ ମିଡିଆରେ ପୋଷ୍ଟ କରିବା ପାଇଁ ଧମକ ଦେଇ ଅଭିଯୁକ୍ତ ମାନେ ଫାଇଦା ନେବାର ଚେଷ୍ଟା କରିବାରୁ ଯୁବତୀ ଜଣକ ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ । ପଡୋଶୀ ମାନେ ଯୁବତୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ । (ଏଜେନ୍ସି)

minorgirl
Share. Facebook Twitter LinkedIn Email WhatsApp Copy Link

Related Posts

ପାରିବାରିକ କଳହର ଭୟଙ୍କର ପରିଣତି: ସ୍ତ୍ରୀ ଓ ବୋହୂଙ୍କୁ ଛୁରାମାଡ଼

July 9, 2026

ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାକ୍ଷାତ

July 9, 2026

ଆଉ ଏକ ସିରିଜ୍ ହାରିଲା ଭାରତ: ଶେଷ ODI ୧ ୱିକେଟ୍ ରେ ଜିତିଲା ଶ୍ରୀଲଙ୍କା 

July 9, 2026

ବଙ୍ଗଳାରେ ବଡ଼ ରାଜନୈତିକ ହଲଚଲ: ବିଜେପିରେ ଯୋଗଦେଲେ ତିନି ପୂର୍ବତନ ଟିଏମସି ସାଂସଦ

July 9, 2026
Latest News

ପାରିବାରିକ କଳହର ଭୟଙ୍କର ପରିଣତି: ସ୍ତ୍ରୀ ଓ ବୋହୂଙ୍କୁ ଛୁରାମାଡ଼

July 9, 2026

ଡେୟାରୀ କ୍ଷେତ୍ରକୁ ମିଳିଲା ଡିଜିଟାଲ୍ ଗତି; ଏକାଧିକ ପୋର୍ଟାଲ ଓ ଏସଓପିର ଉଦ୍‌ଘାଟନ କଲେ କେନ୍ଦ୍ର ମନ୍ତ୍ରୀ

July 9, 2026

ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାକ୍ଷାତ

July 9, 2026

ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ: ଯୋଗଦେଲେ ଉପରାଷ୍ଟ୍ରପତି

July 9, 2026

ଆଉ ଏକ ସିରିଜ୍ ହାରିଲା ଭାରତ: ଶେଷ ODI ୧ ୱିକେଟ୍ ରେ ଜିତିଲା ଶ୍ରୀଲଙ୍କା 

July 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.