Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପରିବାର ବିରୋଧରେ ବିବାହ କରିବା ପଡିଲା ମହଙ୍ଗା :  ଭଉଣୀ-ଭିଣୋଇଙ୍କୁ ହତ୍ୟା କଲା ଭାଇ
ଅପରାଧ

ପରିବାର ବିରୋଧରେ ବିବାହ କରିବା ପଡିଲା ମହଙ୍ଗା :  ଭଉଣୀ-ଭିଣୋଇଙ୍କୁ ହତ୍ୟା କଲା ଭାଇ

June 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରୋହତକ : ହରିୟାଣାର ରୋହତକ ଜିଲ୍ଲାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପରିବାର ବିରୋଧରେ ବିବାହ କରିବା ଏକ ଦମ୍ପତିକୁ ବେଶ୍‌ ମହାଙ୍ଗା ପଡିଛି । ପରିବାର ବିରୋଧରେ ବିବାହ କରିବା ଯୋଗୁଁ ଦମ୍ପତିଙ୍କ ହତ୍ୟା ହୋଇଥିବାର ଘଟଣା ସାମ୍ନାକୁ ଆସିଛି । ଏହି ଘଟଣାରେ ପୋଲିସ୍‌ ତିନି ଜଣଙ୍କୁ ଗିରଫ କରିଛି । ଗିରଫ ହୋଇଥିବା ଅଭିଯୁକ୍ତମାନେ ମୃତ ଯୁବତୀଙ୍କର ଭାଇ ଓ ତାଙ୍କର ଦୁଇ ସାଙ୍ଗ ବୋଲି ଜଣାପଡିଛି ।

ମିଳିଥିବା ସୂଚନା ଅନୁସାରେ ଫରମାନା ଗ୍ରାମରେ ରହୁଥିବା ଦମ୍ପତି ପରିାବର ବିରୋଧରେ ବିବାହ କରିଥିଲେ ଏବଂ ସୁରକ୍ଷା ଦୃଷ୍ଟିରେ ଦୁହେଁ ରୋହତକକୁ ସ୍ଥାନାନ୍ତରିତ ହୋଇଯାଇଥିଲେ । 19 ବର୍ଷୀୟା ଯୁବତୀ ଓ ତାଙ୍କ ସ୍ବାମୀକୁ ନେଇ ଯୁବତୀଙ୍କ ଭାଇ ମେହାମ କସ୍‌ବେ ଯାଇଥିଲେ । ସେଠାରେ ତା’ଙ୍କ ଭାଇଙ୍କଦୁଇ ସାଙ୍ଗ ଉଫସ୍ଥିତ ରହିଥିଲେ ।  ସେଠାରେ ଅଭିଯୁକ୍ତମାନେ ପ୍ରଥମେ ଯୁବତୀକୁ ଛୁରୀରେ ମାରିଥିବାବେଳେ ଦୁହେଁ ଜୀବନ ରକ୍ଷା କରିବାକୁ ଦୌଡ଼ି ପଳାଇବାକୁ ଉଦ୍ୟତ ହେଉଥିଲାବେଳେ ଅଭିଯୁକ୍ତମାନେ ଯୁବତୀଙ୍କ ସ୍ବାମୀର ହତ୍ୟା କରିଥିଲେ । ଗୁରୁତର ଅବସ୍ଥାରେ ଯୁବତୀ ଜଣକ ହସ୍ପିଟାଲରେ ପହଞ୍ଚିଥିଲେ । କିନ୍ତୁ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ପୋଲିସ୍‌ ଘଟଣାସ୍ଥଳରୁ ଯୁବତୀଙ୍କ ସ୍ବାମୀଙ୍କ ମୃତଦେହକୁ ଉଦ୍ଧାର କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବୈଷ୍ଣୋ ଦେବୀ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୩୨ କୁ ବୃଦ୍ଧି

August 27, 2025

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଆହାର କେନ୍ଦ୍ରର ଉଦଘାଟନ କାର୍ଯ୍ୟକ୍ରମ

August 27, 2025

ପ୍ୟାକ୍ସ ଗୁଡ଼ିକ ଗୋଟିଏ ଗୋଟିଏ ୱାନ୍-ଷ୍ଟପ୍ ସପ୍ ଭଳି କାର୍ଯ୍ୟ କରିବ: ରାଜେଶ ପ୍ରଭାକର ପାଟିଲ

August 27, 2025

ପୂର୍ବତଟ ରେଳପଥ ପକ୍ଷରୁ ପୋସ୍ ଆଇନ ଅନୁପାଳନ ଉପରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

August 27, 2025
Latest News

ବୈଷ୍ଣୋ ଦେବୀ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୩୨ କୁ ବୃଦ୍ଧି

August 27, 2025

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଆହାର କେନ୍ଦ୍ରର ଉଦଘାଟନ କାର୍ଯ୍ୟକ୍ରମ

August 27, 2025

ପ୍ୟାକ୍ସ ଗୁଡ଼ିକ ଗୋଟିଏ ଗୋଟିଏ ୱାନ୍-ଷ୍ଟପ୍ ସପ୍ ଭଳି କାର୍ଯ୍ୟ କରିବ: ରାଜେଶ ପ୍ରଭାକର ପାଟିଲ

August 27, 2025

ପୂର୍ବତଟ ରେଳପଥ ପକ୍ଷରୁ ପୋସ୍ ଆଇନ ଅନୁପାଳନ ଉପରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

August 27, 2025

ପୁରାତନ ମନ୍ଦିରଗୁଡ଼ିକର ସଂରକ୍ଷଣ ଏବଂ ବିକାଶ କାର୍ଯ୍ୟ ଉପରେ ରାଜ୍ୟ ସରକାରଙ୍କ ୩ ବିଭାଗର ଆଲୋଚନା

August 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.