Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିକାଶ ଦୁବେ ଭଳି ଗ୍ୟାଙ୍ଗଷ୍ଚରକୁ କିଭଳି ମିଳିଥିଲା ଜାମିନ: ସୁପ୍ରିମ କୋର୍ଟ
ଅପରାଧ

ବିକାଶ ଦୁବେ ଭଳି ଗ୍ୟାଙ୍ଗଷ୍ଚରକୁ କିଭଳି ମିଳିଥିଲା ଜାମିନ: ସୁପ୍ରିମ କୋର୍ଟ

July 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ସୁପ୍ରିମକୋର୍ଟ ରାଫେଲ ଓ ସାବରୀମାଳା ମାମଲାର ରାୟ ପ୍ରକାଶ କରିବେ

ନୂଆଦିଲ୍ଲୀ: ବିକାଶ ଦୁବେ ଭଳି ଗ୍ୟାଙ୍ଗଷ୍ଟରକୁ କିଭଳି ଜାମିନ ମିଳିଥିଲା, ସେ ନେଇ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ବିସ୍ମୟ ପ୍ରକାଶ କରିଛନ୍ତି। ପ୍ରଶାସନିକ ତ୍ରୁଟି ସମ୍ପର୍କରେ ଟିପ୍ପଣୀ ଦେଇ ସୁପ୍ରିମ୍ କୋର୍ଟ କହିଛନ୍ତି, ଜଘଣ୍ୟ ଅପରାଧ ଘଟାଇଥିବା ଏଭଳି ଜଣେ ବ୍ୟକ୍ତିଙ୍କୁ ଆମେ ଜେଲ୍‌ରେ ରଖିବାରେ ବିଫଳ ହେଲେ ତାହା ଚିନ୍ତାର ବିଷୟ। ଏ ପ୍ରସଙ୍ଗ ନେଇ ବିକାଶ ଏନକାଉଣ୍ଟର ତଦନ୍ତ କମିଟି ମଧ୍ୟ ଅନୁଶୀଳନ କରିବା ଉଚିତ।

ଏନ୍‌କାଉଣ୍ଟର୍ ତଦନ୍ତ କମିଟିରେ ସାମିଲ ହେବା ଲାଗି ସୁପ୍ରିମ୍‌ କୋର୍ଟ କୌଣସି କାର୍ଯ୍ୟରତ ବିଚାରପତିଙ୍କୁ ଛାଡ଼ି ପାରିବେ ନାହିଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ଉତ୍ତର ପ୍ରଦେଶ ସରକାରଙ୍କୁ କହିଛନ୍ତି। ଏଥିପାଇଁ ସୁପ୍ରିମ୍‌ କୋର୍ଟରୁ କୌଣସି ଜଣେ ପୂର୍ବତନ ବିଚାରପତି ଏବଂ ଜଣେ ଅବସରପ୍ରାପ୍ତ ପୁଲିସ ଅଧିକାରୀଙ୍କୁ ନିଅନ୍ତୁ ବୋଲି ସର୍ବୋଚ୍ଚ ଅଦାଲତ ଉତ୍ତର ପ୍ରଦେଶ ସରକାରଙ୍କୁ ପରାମର୍ଶ ଦେଇଛନ୍ତି।

ଅଦାଲତ ଆହୁରି ମଧ୍ୟ କହିଛନ୍ତି ଯେ, କୋଭିଡ୍ ପରିସ୍ଥିତି ଯୋଗୁଁ ଅନ୍ୟ ବିଚାରପତିମାନେ ଆହ୍ଲାବାଦକୁ ଯିବା ଲାଗି ଅନିଚ୍ଛୁକ ଥିବାରୁ ଉତ୍ତର ପ୍ରଦେଶ ସରକାର ନିଜ ରାଜ୍ୟରୁ ହିଁ ସୁପ୍ରିମ୍ କୋର୍ଟଙ୍କ ଅବସରପ୍ରାପ୍ତ ବିଚାରପତି ଆଣିବା ଉଚିତ।

sc Vikash Dubey
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026
Latest News

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.