Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସ୍ତ୍ରୀକୁ କାଠ ଫାଳିଆରେ ବାଡେଇ ବାଡେଇ ହତ୍ୟାକଲା ନୃଶଂସ ସ୍ୱାମୀ
ଅପରାଧ

ସ୍ତ୍ରୀକୁ କାଠ ଫାଳିଆରେ ବାଡେଇ ବାଡେଇ ହତ୍ୟାକଲା ନୃଶଂସ ସ୍ୱାମୀ

July 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଜଗତସିଂହପୁର ଥାନା ଅନ୍ତର୍ଗତ ଶାଳଜଙ୍ଗ ପଞ୍ଚାୟତର ମାଳିତୋଟା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ନିଶାସକ୍ତ ସ୍ୱାମୀ ନିଜ ସ୍ତ୍ରୀକୁ ଏକ କାଠ ଫାଳିଆ ରେ ବାଡେଇ ବାଡେଇ ମାରିଦେଇଥିବା ଅଭିଯୋଗ ହୋଇଛି।

ସୂଚନାନୁଯାୟୀ ମାଳିତୋଟା ଗ୍ରାମର ଶାରଦା ଆଚାର୍ଯ୍ୟ ନିଶାସକ୍ତ ଅବସ୍ଥାରେ ନିଜ ସ୍ତ୍ରୀ ପିଙ୍କି ଆଚାର୍ଯ୍ୟଙ୍କୁ ଚାହା କରିବାକୁ କହିଥିଲେ। କିନ୍ତୁ ପିଙ୍କି ଚାହା ନ କରିବାରୁ ଶାରଦା ଉତକ୍ଷିପ୍ତ ହୋଇ ଏକ କାଠଫଳିଆ ସାହାଯ୍ୟରେ ପିଙ୍କିକୁ ବାଡେଇ ମାରିଦେଇଥିବା ତାର କୁନିପିଲା ଦୁଇଟି ପ୍ରକାଶ କରିଥିବା ଜଣାପଡିଛି। ଶାରଦାର କିଛି ରୋଜଗାର ନଥିବା ବେଳେ ସେ ପ୍ରଚୁର ମାତ୍ରାରେ ନିଶାଦ୍ରବ୍ୟ ସେବନ କରୁଥିବା ଓ ନିଶାସକ୍ତ ଅବସ୍ଥାରେ ସେ ବାରମ୍ବାର ସ୍ତ୍ରୀ ଉପରେ ଅତ୍ୟାଚାର କରୁଥିଲା ବୋଲି ସ୍ଥାନିୟ ଅଞ୍ଚଳରୁ ଶୁଣିବାକୁ ମିଳୁଛି। ତାଙ୍କର ଦୁଇଟି ଛୋଟ ପିଲା ଗୋଟିଏ ୫ବର୍ଷର ପୁଅ ଓ ଅନ୍ୟଜଣେ ୩ବର୍ଷର ଝିଅ ଥିବା ଜଣାପଡିଛି। ଏଭଳି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଏକ ପ୍ରକାର ଆଲୋଡନ ସୃଷ୍ଟି କରିଛି।ତେବେ ଜଗତସିଂହପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ୱାମୀ ଶାରଦା ଆଚାର୍ଯ୍ୟକୁ ଗିରଫ କରିବା ସହ ଶବକୁ ଜବତ କରି ତଦନ୍ତ କରୁଥିବା ଜଣାପଡିଛି।

jagatsinghpur
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.