Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଫେସବୁକରେ ଆତ୍ମହତ୍ୟାର ଲାଇଭ୍, ଜାଣନ୍ତୁ ଏ ପାଗଳାମି
ଅପରାଧ

ଫେସବୁକରେ ଆତ୍ମହତ୍ୟାର ଲାଇଭ୍, ଜାଣନ୍ତୁ ଏ ପାଗଳାମି

July 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚେନ୍ନାଇ: ପାଗଳାମିର ବି ଏକ ସୀମା ଥାଏ। ହେଲେ ଏମିତି ବି ଲୋକ ଥାଆନ୍ତି ଯାହାର ପାଗଳାମି ବି ଆଶ୍ଚର୍ଯ୍ୟ କଲା ଭଳି। ତାମିଲନାଡୁ ଥିରୁପୁର ଜିଲ୍ଲାର ୩୭ ବର୍ଷୀୟ ଜଣେ ଡ୍ରାଇଭର ରାମକୁମାର ଏକ ଘରୋଇ କମ୍ପାନିରେ କାମ କରନ୍ତି। କାହିଁକି କେଜାଣି ସେ ଆତ୍ମହତ୍ୟା କରିଛନ୍ତି, ହେଲେ ଫେସବୁକରେ ଏହାର ଲାଇଭ୍ କରିଛନ୍ତି।

ବୁଧବାର ଦିନ ସେ ତାଙ୍କ ଘରେ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଛନ୍ତି। ତାଙ୍କ ପତ୍ନୀ କହନ୍ତି, ରାମକୁମାର ଜଣେ ନିଶାଖୋର, ଆଗରୁ ବହୁବାର ଆତ୍ମହତ୍ୟା ଉଦ୍ୟମ କରିଥିଲେ, କିନ୍ତୁ ବଞ୍ଚିଯାଇଥିଲେ। ପୋଲିସ କହିଛି, ରାମକୁମାର ନିଶାଗ୍ରସ୍ତ ହୋଇ ଘରକୁ ଫେରିଥିଲେ ଏବଂ ଫେସବୁକରେ ଲାଇଭ ଅପସନ ଖୋଲି ସିଲିଂ ଫ୍ୟାନରୁ ଝୁଲି ଆତ୍ମହତ୍ୟା କରିଥିଲେ। ଆତ୍ମହତ୍ୟା କରିବା ପୂର୍ବରୁ ସେ ଏହି ନିଷ୍ପତ୍ତି ତାର ବାପାଙ୍କୁ ଜଣାଇ ଦେଇଥିଲା ଏବଂ ତା’ର ପୁଅର ଦେଖାଶୁଣା କରିବାକୁ ଅନୁରୋଧ କରିଥିଲା।

chennai crime
Share. Facebook Twitter LinkedIn Email WhatsApp Copy Link

Related Posts

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026
Latest News

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.