Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜେଲ କର୍ମଚାରୀଙ୍କ ପାଇଁ କଡା ନିୟମ, କାର୍ଯ୍ୟରେ ଯୋଗ ଦେବା ପୂର୍ବରୁ ନିଜ ମୋବାଇଲ କରିବେ ଦାଖଲ
ଅପରାଧ

ଜେଲ କର୍ମଚାରୀଙ୍କ ପାଇଁ କଡା ନିୟମ, କାର୍ଯ୍ୟରେ ଯୋଗ ଦେବା ପୂର୍ବରୁ ନିଜ ମୋବାଇଲ କରିବେ ଦାଖଲ

August 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Crime. (File Photo: IANS)

ଭୁବନେଶ୍ବର, ଜେଲ ଭିତରେ କଏଦୀମାନେ ମୋବାଇଲରେ କଥାବାର୍ତ୍ତା ହେଉଥିବାର ବାରମ୍ବାର ଖବର ଆସିବା ପରେ ଜେଲ ବିଭାଗ କଡା ନିୟମ ଲାଗୁ କରିଛି। ତାହା ହେଲା ଏଣିକି ଯେଉଁ ଜେଲ କର୍ମଚାରୀମାନେ କାର୍ଯ୍ୟ କରୁଛନ୍ତି ସେମାନେ ନିଜ ମୋବାଇଲ ଫାଟକରେ ଦାଖଲ କରିବେ। ଘରୁ କାର୍ଯ୍ୟକୁ ଆସିବା ପରେ ସେମାନେ ମୋବାଇଲ ଦାଖଲ କରିବା ପରେ ଜେଲ ଭିତରକୁ ଯିବେ।  ଏଥିରେ ଯେଉଁମାନେ ଖିଲାଫ କରିବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ତାଗିଦ କରାଯାଇଛି।

ନିକଟରେ ଝାରପଡା ଜେଲର କେତେକ ଫଟୋ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏଥିରେ କେତେକ ହାର୍ଡକୋର କ୍ରିମନାଲ ଜେଲ ଭିତରେ ରହି ଫୋନରେ କଥା ହେଉଛନ୍ତି। ଏହି ଘଟଣା ପଦାକୁ ଆସିବା ପରେ ଜେଲ ବିଭାଗ ସଜାଗ ହୋଇପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୩୦ ଆୟୋଜନ ନିଲାମରେ ଭାଗ ନେବ ଭାରତ, କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

August 27, 2025

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ନୂଆ ରେକର୍ଡ, ୧୪୮ ଦିନରେ ୧୦୦ ନିୟୁତ ଟନ୍ ଅପସାରଣ

August 27, 2025

ଗଣେଶ ପୂଜାରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରସାଦ ସେବନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 27, 2025

ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି: ଚାଷୀ ଭାଇ ଭଉଣୀଙ୍କୁ ଦେଲେ ସି ଏମ୍ କିଷାନ ସହାୟତା ରାଶି

August 27, 2025
Latest News

ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୩୦ ଆୟୋଜନ ନିଲାମରେ ଭାଗ ନେବ ଭାରତ, କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

August 27, 2025

ପିଏମ ସ୍ୱନିଧି ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧି ସମୟ ବଢ଼ାଇବାକୁ କ୍ୟାବିନେଟ ମଞ୍ଜୁରି

August 27, 2025

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ନୂଆ ରେକର୍ଡ, ୧୪୮ ଦିନରେ ୧୦୦ ନିୟୁତ ଟନ୍ ଅପସାରଣ

August 27, 2025

ଗଣେଶ ପୂଜାରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରସାଦ ସେବନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 27, 2025

ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି: ଚାଷୀ ଭାଇ ଭଉଣୀଙ୍କୁ ଦେଲେ ସି ଏମ୍ କିଷାନ ସହାୟତା ରାଶି

August 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.