Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ହନିମୁନ୍‌ରେ ଯିବାକୁ ଚାହୁଁଥିଲେ କୁଲୁ ମନାଲି, କିନ୍ତୁ ପହଞ୍ଚିଲେ ତିହାର୍‌ ଜେଲ୍‌ରେ
ଅପରାଧ

ହନିମୁନ୍‌ରେ ଯିବାକୁ ଚାହୁଁଥିଲେ କୁଲୁ ମନାଲି, କିନ୍ତୁ ପହଞ୍ଚିଲେ ତିହାର୍‌ ଜେଲ୍‌ରେ

August 1, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଜଣେ ବ୍ୟକ୍ତି ନିଜ ହନିମୁନ୍‌ରେ କୁଲୁ ମନାଲି ଯିବାକୁ ଚାହୁଁଥିଲେ, କିନ୍ତୁ ପହଞ୍ଚିଲେ ତିହାର ଜେଲ୍‌ରେ । ପୋଲିସ୍‌ ଏକ ବାହାନ ଚୋରି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ପରେ ଏହି ଘଟଣାଟି ସାମ୍ନାକୁ ଆସିଛି । ଜଣେ ବ୍ୟକ୍ତି ନିଜ ହନିମୁନ୍‌ ପାଇଁ ଏକ ଲକ୍‌ଜ୍ୟୁରି କାର୍‌ ଚୋରି କରିଥିବାର ସୂଚନା ରହିଛି । ଅଭିଯୁକ୍ତ ଜଣକ ଏକ ହୋଣ୍ଡା ସିଟି କାର୍‌ ଚୋରି କରିଥିବାବେଳେ ତାକୁ ବିକ୍ରି କରି କୁଲୁ ମନାଲି ଯାଇ ହନିମୁନ୍‌ କରିବାକୁ ଚାହୁଁଥିଲେ କିନ୍ତୁ ତାଙ୍କ ତାହା ପୂର୍ବରୁ ସେ ପୋଲିସ୍‌ ହାତରେ ଧରାପଡି ଯାଇଥିଲେ । ଅଭିଯୁକ୍ତ ଜଣକ 15 ଦିନ ପୂର୍ବରୁ ବିବାହ କରିଥିଲେ । ଅଭିଯୁକ୍ତଙ୍କ ସହ ପୋଲିସ୍‌ ଜଣେ ନାବାଳକ ମଧ୍ୟ ଗିରଫ କରିଛି । ଅଭିଯୁକ୍ତଙ୍କ ପାଖରୁ ହୋଣ୍ଡା ସିଟ୍‌ କାର୍‌ ଜବତ କରିଛି ।

ମିଳିଥିବା ସୂଚନା ଅନୁସାରେ ଖାୟାଲା ଥାନା ପୋଲିସ୍‌କୁ ଦୁଇ ଚୋର ଏକ ଗାଡି ବିକ୍ରି କରିବା ପାଇଁ ଆସୁଥିବାର ପୂର୍ବରୁ ଖବର ମିଳିଥିଲା । ଉକ୍ତ ଗାଡି ଚୋରି ହୋଇଥିବାର ରିପୋର୍ଟ କିଛି ଦିନ ପୂର୍ବରୁ ଖୟାଲ୍‌ ଥାନାରେ କରାଯାଇଥିଲା । ପୋଲିସ୍‌ ଅଭିଯୁକ୍ତଙ୍କୁ ଧରିବା ପାଇଁ ଏକ ଟିମ୍‌କୁ ନିୟୋଜିତ କରିଥିଲେ । ଗୁରୁତାର ଦିନ ଆରୋପୀ ଗାଡି ବିକ୍ରି କରିବା ପାଇଁ ହିସାବ ପତ୍ର କରିସାରିବା ପରେ ଉପଯୁକ୍ତ ସ୍ଥାନରେ ପହଞ୍ଚିଲା । ସେଠାରେ ପୋଲିସ୍‌କୁ ଦେଖି ଅଭିଯୁକ୍ତ ଜଣକ ଦୌଡି ପଳାଉଥିବାବେଳେ ପୋଲିସ ତାକୁ ଧରି ପକାଇଥିଲା ।

ପୋଲିସ୍‌ ଅଭିଯୁକ୍ତକୁ ଜେରା କରିବା ପରେ ମାତ୍ର 15 ଦିନ ପୂର୍ବରୁ ସେ ବିବାହ କରିଥିବାର କଥା କହିଥିଲା । ନିଜ ପତ୍ନୀଙ୍କ ସହିତ କୁଲୁ ମନାଲି ଯାଇ ହନିମୁନ୍‌ କରିବାର ଯୋଜନା କରିଥିଲା । ଏଥିପାଇଁ ଅଧିକ ଟଙ୍କାର ଆବଶ୍ୟକତା ଥିବାରୁ ସେ ଗାଡି ଚୋରି କରିବାର ଯୋଜନା କରି ଗାଡି ଚୋରି କରିଥିଲା । ତେବେ ଗାଡି ଚୋରି କରିସାରିବା ପରେ ଏହାକୁ ବିକ୍ରି କରିବା ପାଇଁ ଗ୍ରାହକ ଖୋଜୁଥିଲା । କିନ୍ତୁ ତା’ ପୂର୍ବରୁ ପୋଲିସ୍‌ ତାକୁ ଧରିନେଲା । ଅଭିଯୁକ୍ତ ପାଖରୁ ପୋଲିସ୍‌ ଏକ ମୋବାଇଲ୍‌ ଫୋନ୍‌, ଛୁରୀ ଓ ତିଲକ୍‌ ନଗରରୁ ଚୋରି କରିଥିବା ଏକ ସ୍କୁଟି ଜବତ କରିଛି । (ଏଜେନ୍ସି)

jail loot
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.