Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ବିହାର ଉପମୁଖ୍ୟମନ୍ତ୍ରୀଙ୍କ କଡା ସମାଲୋଚନା
ଅପରାଧ

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ବିହାର ଉପମୁଖ୍ୟମନ୍ତ୍ରୀଙ୍କ କଡା ସମାଲୋଚନା

August 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Patna: Bihar Deputy Chief Minister Sushil Kumar Modi addresses at International Conference on "Public Finance: Theory, Practice And Challenges" in Patna, on Dec 7, 2018. (Photo: IANS)

ପାଟନା, ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣା ନେଇ ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦୀ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ଉଦ୍ଧବ ଠାକରେ କଂଗ୍ରେସ ଦ୍ବାରା ପ୍ରାୟୋଜିତ ବଲିଉଡ ମାଫିଆଙ୍କ ଦ୍ବାରା ପରିଚାଳିତ। କଂଗ୍ରେସ ଏନସିପି ପରି ଦଳ ସହିତ ସେ ସାମିଲ ହୋଇ ମାଫିଆ ରାଜ ଚଳାଇଛନ୍ତି। ସୁଶାନ୍ତଙ୍କ ମୃତ୍ୟୁ ସାରା ଦେଶର ଲୋକଙ୍କୁ ସ୍ତବ୍ଧ କରିଦେଇଛି। ହେଲେ ମହାରଷ୍ଟ୍ର ସରକାର ଏ ପର୍ଯ୍ୟନ୍ତ କୌଣସି ଆଖି ଦୃଶିଆ ପଦକ୍ଷେପ ନେଉ ନାହାଁନ୍ତି।

ସୁଶୀଲ ମୋଦୀ ଆହୁରି କହିଛନ୍ତି ଯେ, ଯଦି ମହାରାଷ୍ଟ୍ର ସରକାର ତଦନ୍ତ କରିବାକୁ ଭୟ କରୁଛନ୍ତି ତେବେ ସେ ଏହି ମାମଲା ସିବିଆଇକୁ କାହିଁକି ଦେଉ ନାହାଁନ୍ତି। ସୁଶାନ୍ତଙ୍କ ମୃତ୍ୟୁର ପ୍ରକୃତ ରହସ୍ୟ କଣ ତାହା ଦିନେ ନା ଦିନେ ପଦାକୁ ଆସିବ। ଏଥିପାଇଁ ବିହାର ସରକାର ସବୁ ପ୍ରକାରର ପଦକ୍ଷେପ ଗ୍ରହଣ କରିବ ବୋଲି ମୋଦୀ କହିଛନ୍ତି।

ଅଭିନେତା ସୁଶାନ୍ତ ସିଂ ରାଜପୁତ ସୁଶୀଲ ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଭୂକମ୍ପରେ ଥରିଲା ଇଣ୍ଡୋନେସିଆ: ୨୪ ଘଣ୍ଟାରେ ଦ୍ୱିତୀୟ ଭୂକମ୍ପ

September 12, 2026

କେନାଲରେ ବୁଡି ଭାଇ ଭଉଣୀ ମୃତ

September 12, 2026

ଦିଲ୍ଲୀରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆରମ୍ଭ

September 12, 2026

ଇତିହାସରେ ପ୍ରଥମ : ନିଜ ଦେଶରେ ଅତିଥି ଡ୍ରେସିଂ ରୁମ୍‌ରେ ରହିବ ଇଣ୍ଡିଆ

September 12, 2026
Latest News

ପୁଣି ଭୂକମ୍ପରେ ଥରିଲା ଇଣ୍ଡୋନେସିଆ: ୨୪ ଘଣ୍ଟାରେ ଦ୍ୱିତୀୟ ଭୂକମ୍ପ

September 12, 2026

କେନାଲରେ ବୁଡି ଭାଇ ଭଉଣୀ ମୃତ

September 12, 2026

ଦିଲ୍ଲୀରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆରମ୍ଭ

September 12, 2026

ଇତିହାସରେ ପ୍ରଥମ : ନିଜ ଦେଶରେ ଅତିଥି ଡ୍ରେସିଂ ରୁମ୍‌ରେ ରହିବ ଇଣ୍ଡିଆ

September 12, 2026

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.