Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚୋର ଧରିବାକୁ ଯାଇ ହଟହଟ୍ଟା ହେଲା ପୋଲିସ : ଏସଡ଼ିପିଓଙ୍କ ହସ୍ତକ୍ଷେପ ପରେ ଗାଁ ଲୋକଙ୍କଠାରୁ ମୁକୁଳିଲେ ପୋଲିସ
ଅପରାଧ

ଚୋର ଧରିବାକୁ ଯାଇ ହଟହଟ୍ଟା ହେଲା ପୋଲିସ : ଏସଡ଼ିପିଓଙ୍କ ହସ୍ତକ୍ଷେପ ପରେ ଗାଁ ଲୋକଙ୍କଠାରୁ ମୁକୁଳିଲେ ପୋଲିସ

August 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଣାର୍କ : ଅଭିଯୁକ୍ତଙ୍କ ଧରିବାକୁ ଯାଇ ଗାଁରେ ପୁଲିସ ହଟହଟା ହୋଇଛନ୍ତି। ପୁରୀ ଜିଲ୍ଲା ଗୋପ ଥାନାରେ ଏଭଳି ଘଟଣା ଘଟିଛି ।  ଗୋପ ଆଇଆଇସିଙ୍କ ସମେତ 10 ପୁଲିସ କର୍ମଚାରୀଙ୍କୁ ଅଟକ ରଖିଲେ ଗାଁଲୋକ। ଗୋପ ରେଢୁଆ ଗାଁକୁ ଯାଇଥିବାବେଳେ ପୋଲିସକୁ ଅଟକ ରଖିଲେ ଗାଁ ଲୋକେ। ନିମାପଡା ଏସଡ଼ିପିଓଙ୍କ ହସ୍ତକ୍ଷେପ ପରେ ଗାଁ ଲୋକଙ୍କ ଠାରୁ ପୋଲିସ ମୁକୁଲିଛନ୍ତି।

ମିଳିଥିବା ସୂଚନା ଅନୁସାରେ ଏକ ଚୋରୀ ଘଟଣାରେ  ତଦନ୍ତ କରିବାକୁ ଗତକାଲି ବିଳମ୍ବିତ ରାତିରେ ପୁରୀ ଜିଲ୍ଲା ଗୋପ ଥାନାର ଦୁଇଜଣ ଏଏସଆଇ ଙ୍କ ସମେତ 10 ପୁଲିସ କର୍ମଚାରୀ ମହଲାପଡା ପଞ୍ଚାୟତର ରେଢୁଆ ଗ୍ରାମକୁ ଯାଇଥିଲେ। ମାତ୍ର ତାହା ଏକ ମିଥ୍ୟା ଅଭିଯୋଗ ହୋଇଥିବାବେଳେ ପୋଲିସ କଣ ପାଇଁ ଏତେ ରାତିରେ ଗାଁକୁ ଆସିଛି କହି ଉତ୍ତ୍ୟକ୍ତ ଲୋକେ  2ଟି ପୋଲିସ ଜିପକୁ ଅଟକ ରଖିଥିଲେ। ଗାଁର ମହିଳାଙ୍କ ସମତେ ଶତାଧିକ ଲୋକେ ପୋଲିସ ର ଦୁଇଟି ଗାଡି କୁ ଦୀର୍ଘ 6 ଘଣ୍ଟା ଧରି ଅଟକ ରଖିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026
Latest News

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.