Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାର ମୁୃତ୍ୟୁ ସଂଖ୍ୟା ୧୮ କୁ ବୃଦ୍ଧି, ୧୫ ଜଣଙ୍କ ଅବସ୍ଥା ଏବେବି ଗୁରୁତର
ଅପରାଧ

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାର ମୁୃତ୍ୟୁ ସଂଖ୍ୟା ୧୮ କୁ ବୃଦ୍ଧି, ୧୫ ଜଣଙ୍କ ଅବସ୍ଥା ଏବେବି ଗୁରୁତର

August 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାର ମୁୃତ୍ୟୁ ସଂଖ୍ୟା ୧୮ କୁ ବୃଦ୍ଧି, ୧୫ ଜଣଙ୍କ ଅବସ୍ଥା ଏବେବି ଗୁରୁତର

ନୂଆଦିଲ୍ଲୀ: କେରଳ କୋଝିକୋଡ୍ ବିମାନ ଦୁର୍ଘଟଣାର ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ୧୮ରେ ପହଁଚିଛି। ଏଥିରେ ଦୁଇ ଜଣ ପାଇଲଟ ସହିତ ଆଉ ୧୬ ଯାତ୍ରୀ ପ୍ରାଣ ହରାଇଛନ୍ତି। ଏଥିସହିତ ଆହତ ହୋଇଥିବା ୧୨୩ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ସେପଟେ ବିମାନ ଦୁର୍ଘଟଣାର କାରଣ କଣ ସେ ସଂପର୍କରେ ତଦନ୍ତ ଆରମ୍ଭ ହୋଇଛି।  ଡିଜିସିଏ ବିମାନ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛି। ଆଜି କେରଳ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଘଟଣାସ୍ଥଳକୁ ଯିବେ। ଦୁର୍ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି। ସେହିପରି ରାଷ୍ଟ୍ରପତି ମଧ୍ୟ କେରଳ ରାଜ୍ୟପାଳଙ୍କ ସହିତ କଥା ହୋଇଛନ୍ତି।

Air India ଏୟାର ଇଣ୍ଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Latest News

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.