Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କ୍ଷେତରୁ ମିଳିଲା 11ଜଣଙ୍କ ଶବ : ହତ୍ୟା ଆଶଙ୍କା
ଅପରାଧ

କ୍ଷେତରୁ ମିଳିଲା 11ଜଣଙ୍କ ଶବ : ହତ୍ୟା ଆଶଙ୍କା

August 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଯୋଧପୁର : ରାଜସ୍ଥାନର ଯୋଧପୁରଠାରୁ ଏକ ହୃଦୟ ବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି । ଦେଚୁର ଅଚଳାବତା ଗ୍ରାମ ନିକଟରୁ 11ଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି । କ୍ଷେତରୁ 11ଜଣଙ୍କ ଶବ ମିଳିଛି । ସମସ୍ତ ମୃତକ ବିସ୍ଥାପିତ ବୋଲି ଜଣାପଡିଛି। ଏହି ସମସ୍ତ ଲୋକ ଅଚଳାବତା ଗ୍ରାମରେ ଚାଷ କାମ କରୁଥିଲେ । ତେବେ ଏହା ଏକ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି । ତେବେ ପୋଲିସ୍‌ ଘଟଣାସ୍ଥଳରୁ ଜଣେ ଯୁବକଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରିଛି । ଆହତ ଯୁବକଙ୍କୁ ପୋଲିସ୍‌ ନିକଟସ୍ଥ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ 2ପୁରୁଷ ଥିବାବେଳେ 4 ଜଣ ମହିଳା ଥିଲେ 5 ଜଣ ଶିଶୁରହିଛନ୍ତି। ତେବେ ସମସ୍ତ ମୃତକ ପାକିସ୍ତାନୀ ବିସ୍ଥାପିତ ବୋଲି ସୂଚନା ରହୁଥିବାବେଳେ ଏକା ସାଙ୍ଗରେ 11 ଜଣଙ୍କର ମୃତ୍ୟୁ କିପରି ହେଲା ସେ ନେଇ ସନ୍ଦେହ ଉପୁଜିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ୟୁପି କଂଗ୍ରେସ ସଭାପତି ହେବେ ଆରାଧନା ମିଶ୍ର!: ଅଜୟ ରାୟଙ୍କ ହେବ ଛୁଟି

October 1, 2026

ଆହତ କାରଣରୁ ତୃତୀୟ ଏକଦିବସୀୟରୁ ବାଦ ପଡିଲେ ପ୍ରସିଦ୍ଧ କୃଷ୍ଣ: ଏହି ଯୁବ ଦ୍ରୁତ ବୋଲରଙ୍କୁ ସୁଯୋଗ

October 1, 2026

ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା

October 1, 2026

ସମତା ଏକ୍ସପ୍ରେସ୍‌ରେ ଜିଆର୍‌ପିର ଚଢ଼ାଉ: ଗଞ୍ଜେଇ ଜବତ, ୬ ମହିଳା ଗିରଫ

October 1, 2026
Latest News

ୟୁପି କଂଗ୍ରେସ ସଭାପତି ହେବେ ଆରାଧନା ମିଶ୍ର!: ଅଜୟ ରାୟଙ୍କ ହେବ ଛୁଟି

October 1, 2026

ଆହତ କାରଣରୁ ତୃତୀୟ ଏକଦିବସୀୟରୁ ବାଦ ପଡିଲେ ପ୍ରସିଦ୍ଧ କୃଷ୍ଣ: ଏହି ଯୁବ ଦ୍ରୁତ ବୋଲରଙ୍କୁ ସୁଯୋଗ

October 1, 2026

ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା

October 1, 2026

ସମତା ଏକ୍ସପ୍ରେସ୍‌ରେ ଜିଆର୍‌ପିର ଚଢ଼ାଉ: ଗଞ୍ଜେଇ ଜବତ, ୬ ମହିଳା ଗିରଫ

October 1, 2026

ହକି ସେମିଫାଇନାଲରେ ପାକିସ୍ତାନକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ଭାରତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.