Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»୧୩ ବସ୍ତା ଗଂଜେଇ ଜବତ: ୨ ଗିରଫ
ଅପରାଧ

୧୩ ବସ୍ତା ଗଂଜେଇ ଜବତ: ୨ ଗିରଫ

August 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଆଜି ମୋହନା ପୋଲିସ୍ ପକ୍ଷରୁ ୧୩ ବସ୍ତା ଗଂଜେଇ ଜବତ ହୋଇଥିବାବେଳେ ଏହା ଚାଲାଣ କରୁଥିବା ଅଭିଯୋଗରେ ୨ ଜଣକୁ ଗିରଫ କରାଯାଇଛି। ଘଟଣାରୁ ପ୍ରକାଶ ଯେ ମୋହନା ଆର୍ ଉଦୟଗିରି ଏସ୍‌ଡ଼ିପିଓଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମୋହନା ଆଇଆଇସିଙ୍କ ନେତୃତ୍ୱରେ ଏସ୍‌ଆଇ ହେମନ୍ତ କୁମାର ସେଠୀ ଏବଂ ଅନ୍ୟାନ୍ୟ କର୍ମଚାରୀମାନେ ଲୁହାଗୁଡ଼ି ଏବଂ ଚାନ୍ଦପୁଟ ମଧ୍ୟରେ ଯିବା ଆସିବା ଗାଡ଼ିଗୁଡ଼ିକ ଯାଞ୍ଚ କରୁଥିଲେ। ଏହି ସମୟରେ ସେମାନେ ସଂଦେହରେ ଏକ ଟାଟା ଡ଼ାୟକର (ଓଡ଼ି ୦୫ ଜାଡ଼୍ ୯୪୪୪)କୁ ଅଟକାଇଥିଲେ। ଗାଡ଼ି ମଧ୍ୟରୁ ୧୩ ବସ୍ତା ଗଂଜେଇ ଜବତ ହୋଇଥିଲା। ମୋହନା ବିଡ଼ିଓଙ୍କ ଉପସ୍ଥିତିରେ ଗଂଜେଇକୁ ଓଜନ କରିବା ପରେ ଏହା ୩୯୧ କେଜି ୭୦୦ ଗ୍ରାମ ହୋଇଥିଲା। ଯାହାର ଆନୁମାନିକ ମୂଲ୍ୟ ୩୦ ଲକ୍ଷ ଟଙ୍କା ହେବ। ଏହି ଗାଡ଼ିର ଆର୍ ଉଦୟଗିରି ଥାନା ରଣଲଇ ଗ୍ରାମର ମାଲିକ ପାଉଲ ପାଣି ଏବଂ ଡ଼୍ରାଇଭର ଅନୁଗ୍ରହ ଲିମାକୁ ଗିରଫ କରାଯାଇଛି। ସେମାନେ ଆର୍‌.ଉଦୟଗିରିରୁ ବ୍ରହ୍ମପୁରକୁ ଏହି ଗଂଜେଇ ଚାଲାଣ କରୁଥିଲେ। ଏନେଇ ମୋହନା ଥାନାରେ ୧୨୯/୨୦ରେ ମାମଲା ରୁଜୁ ହୋଇଥିବାବେଳେ ଆସନ୍ତାକାଲି କୋର୍ଟଚାଳଣ ହେବ ବୋଲି ତଦନ୍ତକାରୀ ଅଧିକାରୀ ସୁନିଲ ଦଳେଇ କହିଥିଲେ।

ଗଂଜେଇ ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026
Latest News

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.